nurse

  • କିମ୍‍ସରେ ଅନ୍ତର୍ଜାତୀୟ ସେବିକା ଦିବସ ପାଳିତ

    ଭୁବନେଶ୍ୱର : କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ନର୍ସିଂ ସାଇନ୍‍ସେସ୍‍ (କିନ୍‍ସ) ପକ୍ଷରୁ ଆଜି ଅନ୍ତର୍ଜାତୀୟ ସେବିକା ଦିବସ ପାଳିତ ହୋଇଯାଇଛି। ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ସେବିକାଙ୍କ ଭୂମିକା ଓ ଭାରତରେ ନର୍ସିଂ ଶିକ୍ଷାର ପ୍ରସାର ଓ ଅଭ୍ୟାସ ଉପରେ ଅତିଥିମାନେ ଗୁରୁତ୍ୱାରୋପ କରିଥିଲେ। ଏହି ପରିପ୍ରେକ୍ଷୀରେ କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ ଯୋଗଦେଇ କହିଲେ, ଭବିଷ୍ୟତରେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ପର୍ଯ୍ୟାପ୍ତ ନିବେଶର ଆବଶ୍ୟକତା ରହିଛି। ସ୍ୱାସ୍ଥ୍ୟସେବାର ବିକାଶ ନର୍ସିଂ ସେବାର ବିକାଶ ଉପରେ ନିର୍ଭର କରିଥାଏ।…