odisha

ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ଇନ୍‍ଷ୍ଟିଚ୍ୟୁସନ୍‍ ଅଫ୍‍ ଫାୟାର ଇଞ୍ଜିନିୟର୍ସ ପକ୍ଷରୁ ଫେଲୋସିପ୍‍

ଭୁବନେଶ୍ୱର : ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ନୂଆଦିଲ୍ଲୀସ୍ଥିତ ଇନ୍‍ଷ୍ଟିଚ୍ୟୁସନ୍‍ ଅଫ୍‍ ଫାୟାର୍‍ ଇଞ୍ଜିନିୟର୍ସ ଇଣ୍ଡିଆ ପକ୍ଷରୁ ସମ୍ମାନସୂଚକ ଫେଲୋସିପ ପ୍ରଦାନ କରାଯାଇଛି। ସେପ୍ଟେମ୍ବର ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀଠାରେ ଇନ୍‍ଷ୍ଟିଚ୍ୟୁସନ୍‍ ଅଫ୍‍ ଫାୟାର୍‍ ଇଞ୍ଜିନିୟର୍ସ ଇଣ୍ଡିଆ ପକ୍ଷରୁ ଚାଲିଥିବା ଅନ୍ତର୍ଜାତୀୟ ସମ୍ମିଳନୀ ଓ ପ୍ରଦର୍ଶନୀ ‘ଫାୟାର ଇଣ୍ଡିଆ ୨୦୨୪’ ଅବସରରେ ଶୁକ୍ରବାର ଶ୍ରୀ ସାମନ୍ତଙ୍କୁ ଏହି ଫେଲୋସିପ ପ୍ରଦାନ କରାଯାଇଛି। ଦୀର୍ଘ ୩ ଦଶନ୍ଧୀ ଧରି ଶିକ୍ଷା, ସ୍ୱାସ୍ଥ୍ୟ ଓ

Read More »
ତାଜା ଖବର

ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାକୁ କ୍ୟାବିନେଟ୍ ମୋହର

ରାଜ୍ୟରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି କରିବା ସହ ଗୋପାଳନକାରୀଙ୍କ ଆୟ ବୃଦ୍ଧି ନିମନ୍ତେ ରାଜ୍ୟରେ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ କାର୍ଯ୍ୟକାରୀ ହେବ । ଆଜି ଏହି ନୂଆ ଯୋଜନାକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି । ୫ବର୍ଷ ମଧ୍ୟରେ ଏହି ଯୋଜନାରେ ୧୪୨୩.୪୭କୋଟି ଟଙ୍କା ଖର୍ଚ୍ଚ ପାଇଁ ବ୍ୟୟବରାଦ ହୋଇଛି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ମୋଟ ୭ଟି

Read More »
ତାଜା ଖବର

୭ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ

ସାଧାରଣ ବଂଟନ ବ୍ୟବସ୍ଥାରେ ରାଜ୍ୟରେ କାର୍ଯ୍ୟରତ ୫୨୯୧ଜଣ ଘରୋଇ ଡିଲରଙ୍କ କାର୍ଯ୍ୟକାଳ ଆଉ ଦେଢ଼ବର୍ଷ ବୃଦ୍ଧି ପାଇଛି । ସେହିପରି ବିଭିନ୍ନ କୋର୍ଟ ଓ ଟ୍ରିବ୍ୟୁନାଲରେ ସରକାରଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ଆଡଭୋକେଟ୍ ଜେନେରାଲଙ୍କ ଫି’କୁ ମଧ୍ୟ ସରକାର ହାରାହାରି ୫ଗୁଣ ବଢ଼ାଇଛନ୍ତି । ଏସବୁ ପ୍ରସ୍ତାବ ସମେତ ମୋଟ ୭ଟି ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଓଡ଼ିଶା ସାଧାରଣ ବଂଟନ

Read More »
ତାଜା ଖବର

ପୁରୀ ଶ୍ରୀମନ୍ଦିର ଅବଢ଼ାର ମାନ ଯାଞ୍ଚ ହେବ

ତିରୁପତି ବାଲାଜୀ ମନ୍ଦିର ଲଡୁ ବିବାଦ ପରେ ପୁରୀ ଜଗନ୍ନାଥ ମନ୍ଦିରକୁ ନେଇ ଯତ୍ନବାନ ହୋଇଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ରୋଷ ଘରକୁ ଯାଉଥିବା ଘିଅ ସହ ଅନ୍ୟ ସାମଗ୍ରୀ ଓ ସେଠୁ ବାହାରୁଥିବା ଅବଢ଼ାର ମାନ ଯାଞ୍ଚ ହେବ ବୋଲି କହିଛନ୍ତି ଆଇନମନ୍ତ୍ରୀ। ସେଥିପାଇଁ ଜଣେ ଫୁଡ୍‌ ଇନ୍ସପେକ୍ଟର ନିଯୁକ୍ତ ହେବେ। ସେପଟେ ସରକାରଙ୍କ ଏ ନିଷ୍ପତ୍ତିକୁ ଭକ୍ତ ସ୍ୱାଗତ କରିଥିବା ବେଳେ ସୁପକାର ସେବକ କହିଛନ୍ତି ଅବଢ଼ା ରନ୍ଧା ପୂର୍ବରୁ ସାମଗ୍ରୀର ମାନ ପରୀକ୍ଷଣ

Read More »
ତାଜା ଖବର

ରାଜ୍ୟରେ କାର୍ଡ ଧାରୀ ଚାଉଳ ସହ ପାଇବେ ଗହମ

ରାଜ୍ୟରେ ପୁଣି ମିଳିବ ଗହମ । କାର୍ଡ ଧାରୀ ଚାଉଳ ସହ ଗହମ ପାଇବେ । ବିଜେଡି ସରକାର କେନ୍ଦ୍ର ଆଗରେ ଗହମ ପାଇଁ ମନା କରିଥିଲେ। ଅଧିକାଂଶ ଲୋକ ରୁଟି ଖାଇବା ଆରମ୍ବ କରିଛନ୍ତି। ଆମେ କେନ୍ଦ୍ରକୁ ଗହମ ପାଇଁ ନିବେଦନ କରିଥିଲୁ। ଅକ୍ଟୋବର ମାସ ଠାରୁ ଲୋକେ ଗହମ ସହିତ ଚାଉଳ ପାଇବେ । ହିତାଧିକାରୀ ନିଜ ଇଚ୍ଛାରେ ଚାଉଳ ସହ ଗହମ ନେଇପାରିବେ। ବର୍ତ୍ତମାନ ଚାଲୁ ରହିଛି EKYC ପ୍ରକ୍ରିୟା । ଏହି

Read More »
ତାଜା ଖବର

୩୦ରେ ପୁରୀ ଯିବେ ବିଧାନସଭା ଗୃହ କମିଟି

ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ପୁରୀ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ପରିଚାଳନା ଓ ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିବେ ବିଧାନସଭା ଗୃହ କମିଟି । ଆସନ୍ତା ୩୦ ତାରିଖରେ ଗୃହ ଓ ଆଇନ ବିଭାଗର ବିଧାନସଭା ବିଭାଗୀୟ ଷ୍ଟାଣ୍ଡିଂ କମିଟି ପୁରୀ ଗସ୍ତରେ ଯାଇ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା ଓ ପରିକ୍ରମା ପ୍ରକଳ୍ପର ଅନୁଧ୍ୟାନ କରିବେ ବୋଲି ଜଣାପଡ଼ିଛି । ବିଭାଗୀୟ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ସିଦ୍ଧାନ୍ତ ମହାପାତ୍ରଙ୍କ ନେତୃତ୍ୱାଧୀନ ୧୨ଜଣିଆ  ସଦସ୍ୟ ବିଶିଷ୍ଟ କମିଟି

Read More »
ତାଜା ଖବର

ପୁରୀ ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଖାଦ୍ୟ ଅଧିକାରୀ

ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ ଖାଦ୍ୟ ଅଧିକାରୀ ନିଯୁକ୍ତ ହେବେ। ଖାଦ୍ୟ ଅଧିକାରୀ ମହାପ୍ରସାଦ, ଶୁଖିଲି ଭୋଗର ମାନ ଯାଞ୍ଚ କରିବେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ଖୁବ ଶୀଘ୍ର ମାର୍ଗଦର୍ଶିକା ଜାରି ରହିବ। ରାଜ୍ୟ ସରକାରଙ୍କ ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଛନ୍ତି, ଦ୍ୱାଦଶ ଶତାବ୍ଦୀର ଶ୍ରୀକ୍ଷେତ୍ରରେ ବ୍ୟବହୃତ ଘିଅର ଗୁଣବତ୍ତା ଏବଂ ‘ଭୋଗ’ରେ ବ୍ୟବହୃତ ସାମଗ୍ରୀ ମଧ୍ୟ ଖାଦ୍ୟ ଅଧିକାରୀ ଯାଞ୍ଚ

Read More »
ତାଜା ଖବର

ଅଚ୍ୟୁତ ସାମନ୍ତଙ୍କୁ ୬୦ତମ ସମ୍ମାନସୂଚକ ଡକ୍ଟୋରେଟ୍‍

ଭୁବନେଶ୍ୱର : ଶିକ୍ଷାବିତ୍‍, ସମାଜସେବୀ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଆସାମ ଡାଉନ୍‍ ଟାଉନ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟୋରେଟ୍‍ ପ୍ରଦାନ କରାଯାଇଛି । ବୁଧବାର ଗୁଆହାଟିସ୍ଥିତ ଆସାମ ଡାଉନ୍‍ ଟାଉନ ବିଶ୍ୱବିଦ୍ୟାଳୟର ଏକାଦଶ ସମାବର୍ତ୍ତନ ସମାରୋହ ଅବସରରେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ମୁଖ୍ୟ ଅତିଥି  ଆସାମ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ଓ ସମ୍ମାନୀୟ ଅତିଥି ଆସାମ ଜନସ୍ୱାସ୍ଥ୍ୟ, ନିଯୁକ୍ତି, ପର୍ଯ୍ୟଟନ ଓ ଦକ୍ଷତା ବିଭାଗ ମନ୍ତ୍ରୀ ଜୟନ୍ତ ବରୁଆ ପ୍ରମୁଖଙ୍କ

Read More »
ତାଜା ଖବର

ବିଜେଡିରେ ବଢ଼ୁଛି ଫାଟ, ୨୭ରେ ଜରୁରୀ ବୈଠକ

ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ଦଳରେ ବଢ଼ୁଥିବା ତୀବ୍ର ଗୋଷ୍ଠୀକନ୍ଦଳ ଓ ବୟାନବାଜି ଉପରେ ଲଗାମ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ଶଙ୍ଖଭବନରେ ଏକ ଜରୁରୀ ବୈଠକ ଡାକିଛନ୍ତି । ଦଳର ୧୫ଜଣିଆ ସମନ୍ୱୟ କମିଟି ସଦସ୍ୟମାନଙ୍କ ସମେତ ଆଉ ୩ଟି ନୂଆ କମିଟିର ୬୦ଜଣିଆ ସଦସ୍ୟ ଓ ସମସ୍ତ ସାଂଗଠନିକ ଜିଲ୍ଲା ସଭାପତିମାନଙ୍କୁ ଏହି ବୈଠକରେ ସାମିଲ ହେବା ପାଇଁ ଦଳ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ଅକ୍ଟୋବର

Read More »
କ୍ରୀଡା

ଅଲିମ୍ପିକ୍‍ସ ଓ ପାରାଅଲିମ୍ପିକସରେ ଭାଗ ନେଇଥିବା କିଟ୍‍ର ୧୭ ଖେଳାଳିଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଚଳିତବର୍ଷ ପ୍ୟାରିସ ଅଲିମ୍ପିକ୍‍ସ ଓ ପରାଅଲିମ୍ପିକ୍‍ସରେ ଅଂଶଗ୍ରହଣ କରିଥିବା କିଟ୍‍ର ୧୭ଜଣ ଖେଳାଳିଙ୍କୁ ଆଜି କିଟ୍‍ ପରିସରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଛି। କାର୍ଯ୍ୟକ୍ରମରେ କିଟ୍‍ର ୧୫ ଜଣ ଅଲିମ୍ପିଆନ୍‍ ଓ ୨ଜଣ ପାରାଅଲିମ୍ପିଆନ୍‍ଙ୍କୁ ସମ୍ମାନୀତ କରାଯିବା ସହ ପ୍ରତ୍ୟେକ ଖେଳାଳିଙ୍କୁ ୭ ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା। ଏହି ଅବସରରେ କ୍ରୀଡ଼ାବିତ୍‍ମାନଙ୍କୁ ସମ୍ବର୍ଦ୍ଧିତ କରି କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, କିଟ୍‍ ସର୍ବଦା କ୍ରୀଡ଼ା ଓ

Read More »