ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା
ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ଛୁଇଁବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା…