odisha

ରାଜ୍ୟ

ବିଲ୍‍ଡିଂ ବ୍ରିଜେସ୍‍ ଫର୍‍ ଇନ୍‍କ୍ଲୁସିଭିଟି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ବିଲଡିଂ ବ୍ରିଜ୍ ଫର ଇର୍ନକ୍ଲୁସିଭିଟି (ଆଇସିବିବି ୨୦୨୬) ଉପରେ କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ ରେ ଦୁଇ ଦିନିଆ ଆନ୍ତର୍ଜାତୀୟ ସମ୍ମିଳନୀ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି। ଏଥିରେ ଶିକ୍ଷା ତଥା ନିଯୁକ୍ତି କ୍ଷେତ୍ରରେ ଅନ୍ତର୍ଭୁକ୍ତ ପ୍ରଣାଳୀକୁ ମଜବୁତ କରିବା ପାଇଁ ବିଶ୍ୱସ୍ତରୀୟ ବିଶେଷଜ୍ଞ, ଶିକ୍ଷାବିତ୍ ଓ ନୀତି ନିର୍ଦ୍ଧାରକମାନେ ଏକତ୍ରିତ ହୋଇଥିଲେ। ସିକନ୍ଦରାବାଦସ୍ଥିତ ନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଫର୍‍ ଏମପାୱାରମେଣ୍ଟ ଅଫ୍ ପର୍ସନସ ଅଫ୍ ଉଇଥ ଇଣ୍ଟେଲେକଚ୍ୟୁଆଲ୍‍ ଡିଜାବିଲିଟି (ଏନ୍‍ଆଇଇପିଆଇଡି) ଓ କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ ସେନ୍‍ ଗ୍ଲୋବ ମିଳିତ ଉଦ୍ୟମରେ ଇଂଲଣ୍ଡର

Read More »
ଦେଶ ବିଦେଶ

ସେନା ଓ କିଟ୍‌ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର : ଶିକ୍ଷାଗତ ସଶକ୍ତିକରଣ ଏବଂ ଅନ୍ତର୍ଭୁକ୍ତିମୂଳକ ରାଷ୍ଟ୍ର ନିର୍ମାଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ କିଟ୍ ବିଶ୍ୱବିଦ୍ୟାଳୟ ଓ ଭାରତୀୟ ସେନା ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ଶରଣଜିତ ସିଂହ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିବା ବେଳେ ଭାରତୀୟ ସେନା ପକ୍ଷରୁ ଏହାର ପ୍ରତିନିଧିତ୍ୱ କରୁଥିବା ସେନା ମୁଖ୍ୟାଳୟର ବ୍ରିଗେଡିୟର କଲ୍ୟାଣ ବ୍ରିଗେଡିୟର ଠାକୁର ମୟଙ୍କ ସିହ୍ନା ଏଥିରେ ସ୍ୱାକ୍ଷର କରିଥିଲେ। ଏହା ବୁଝାମଣାପତ୍ର ଅନୁସାରେ କାର୍ଯ୍ୟରତ

Read More »
ଦେଶ ବିଦେଶ

ଅଚ୍ୟୁତ ସାମନ୍ତଙ୍କୁ ୭୧ ତମ ସମ୍ମାନସୂଚକ ଡକ୍ଟରେଟ୍

ଭୁବନେଶ୍ୱର : ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ କର୍ଣ୍ଣାଟକ ୟୁନିଭର୍‍ସିଟି ଧରୱାର୍ଡ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‍ ପ୍ରଦାନ କରାଯାଇଛି। କର୍ଣ୍ଣାଟକ ୟୁନିଭର୍‍ସିଟି ଧରୱାର୍ଡର ୭୫ତମ ସମାବର୍ତ୍ତନ ଉତ୍ସବ ଅବସରରେ ଆଜି ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ଏହା ହେଉଛି ଶ୍ରୀ ସାମନ୍ତଙ୍କ ୭୧ ତମ ସମ୍ମାନସୂଚକ ଡକ୍ଟରେଟ୍। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶ୍ରୀ ସାମନ୍ତଙ୍କୁ ଏହି ସମ୍ମାନ ପ୍ରଦାନ

Read More »
ଦେଶ ବିଦେଶ

କିମସରେ CORI ରୋବୋଟିକ୍ ବ୍ୟବସ୍ଥା ଆରମ୍ଭ

ଓଡ଼ିଶାରେ ଅତ୍ୟାଧୁନିକ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା କିମସ ଭୁବନେଶ୍ୱରରେ ସୂକ୍ଷ୍ମ ଗଣ୍ଠି ପ୍ରତିରୋପଣ ଅସ୍ତ୍ରୋପଚାର ପାଇଁ ଅତ୍ୟାଧୁନିକ CORI ରୋବୋଟିକ୍ ବ୍ୟବସ୍ଥା ଆରମ୍ଭ ହୋଇଛି। ଏହା ଦ୍ଵାରା ରୋଗୀ ଯନ୍ତ୍ରଣା ଶୂନ୍ୟ ସହ ଦ୍ରୁତ ଆରୋଗ୍ୟ ଲାଭ କରିଥାଏ। ବିଶେଷ କରି ଗମ୍ଭୀର ଆଣ୍ଠୁ ଗଣ୍ଠି ରୋଗରେ ପୀଡ଼ିତ ରୋଗୀଙ୍କ ପାଇଁ ଏହା ବରଦାନ ପ୍ରମାଣିତ ହୋଇଛି। ନୂତନ ଭାବେ ଆରମ୍ଭ କରାଯାଇଥିବା ଏହି CORI ରୋବୋଟିକ୍ ବ୍ୟବସ୍ଥାରେ ଅନେକ ପ୍ରକାର ସୁବିଧା ମିଳୁଛି। ଏଥିରେ ପାରମ୍ପରିକ ଗଣ୍ଠି ପ୍ରତିରୋପଣ କ୍ଷେତ୍ରରେ ସାଧାରଣତ ଅସ୍ତ୍ରୋପଚାର ପରବର୍ତ୍ତୀ ଯନ୍ତ୍ରଣା, ଦୀର୍ଘକାଳୀନ

Read More »
ଦେଶ ବିଦେଶ

କିଟ୍‍ ପରିସରରେ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗୀ

ଭୁବନେଶ୍ୱର : କିଟ୍‍ ପରିସରରେ ଓଡ଼ିଆ ନୂଆବର୍ଷ ଆଜି ମହା ସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଯୋଗଦେଇଥିଲେ ୬୧ତମ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗିତାର ୩୦ ଜଣ ରାଜ୍ୟ ପ୍ରତିଯୋଗୀ। ବିଭିନ୍ନ ରାଜ୍ୟରୁ ଆସିଥିବା ଏହି ପ୍ରତିଯୋଗୀମାନେ ଖୁବ୍‍ ଧୁମ୍‍ଧାମ୍‍ ରେ ଉତ୍ସାହର ସହ ଓଡ଼ିଆ ନୂଆବର୍ଷ ପାଳନ କରିଥିଲେ। ଓଡ଼ିଶାର ପ୍ରସିଦ୍ଧ ପାଟ ଶାଢ଼ି ପିନ୍ଧି ଓଡ଼ିଆ ଖାଦ୍ୟ ସାଙ୍ଗକୁ ଓଡ଼ିଶାର ପାରମ୍ପରିକ ମିଠା ଛେନାପୋଡ଼ର ମଜା ନେଇଥିଲେ। ସମ୍ପୂର୍ଣ୍ଣ ଓଡ଼ିଆ ଢ଼ାଞ୍ଚାରେ ପ୍ରସ୍ତୁତ ଓଡ଼ିଆ

Read More »
ଦେଶ ବିଦେଶ

କିଟ୍‍ ଓ କିସ୍‍ ପକ୍ଷରୁ ଫେମିନା ମିସ୍ ଇଣ୍ଡିଆ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଏପ୍ରିଲ ୧୮ତାରିଖରେ କିଟ୍‍ ରେ ଅନୁଷ୍ଠିତ ହେବାକୁ ଥିବା ୬୧ତମ ଫେମିନା ମିସ୍ ଇଣ୍ଡିଆ ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଦେଶବ୍ୟାପୀ ୩୦ ଜଣ ରାଜ୍ୟ ବିଜେତା ଆଜି କ୍ୟାମ୍ପସରେ ପହଞ୍ଚିବା ପରେ ସେମାନଙ୍କୁ କିଟ୍‍ ଓ କିସ୍‍ ପକ୍ଷରୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ଫେମିନା ମିସ୍‍ ଇଣ୍ଡିଆ ୨୦୨୪ ନିକିତା ପରୱାଲ୍‍, କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ, କିଟ୍‍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, କିଟ୍‍ ଆର୍କିଟେକଚର ସ୍କୁଲ୍‍ର ମହାନିର୍ଦ୍ଦେଶକ ଏସ ଏସ୍‍

Read More »
ରାଜ୍ୟ

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ କିସ୍‍ର ୨୧୦୦ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏଥର କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ସୋସିଆଲ୍‍ ସାଇନସେସ (କିସ୍‍)ରୁ ରେକର୍ଡ଼ ସଂଖ୍ୟକ ୨୧୦୦ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବେ। କୌଣସି ଏକ ବିଦ୍ୟାଳୟରୁ ଏତେ ସଂଖ୍ୟକ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାରେ କିସ୍‍  ହେଉଛି  ଓଡ଼ିଶା ତଥା ସମଗ୍ର ଭାରତରେ ଏକମାତ୍ର ବିଦ୍ୟାଳୟ। କିସ୍‍ର ସର୍ବାଧିକ ୧୧୦୦ ଛାତ୍ରୀ ଓ ୧୦୦୦

Read More »
ଦେଶ ବିଦେଶ

କିଟ୍‍ ରେ ୪ ହଜାର ୟୁନିଟ୍‍ ରକ୍ତ ସଂଗ୍ରହ

ଭୁବନେଶ୍ୱର : କିଟ୍‍ ପକ୍ଷରୁ ଶନିବାର ଏକ ବିଶାଳ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଆର୍ଟ ଅଫ୍‍ ଗିଭିଂର ଅନ୍ୟତମ ପ୍ରୟାସ ଭାବେ ଏହି ରକ୍ତଦାନ ପ୍ରତିବର୍ଷ ଆୟୋଜନ କରାଯାଇଥାଏ। ସକାଳ ୭ଟାରୁ ହଜାର ହଜାର କିଟ୍‍, କିସ୍‍ ଓ କିମ୍‍ସର ଛାତ୍ରଛାତ୍ରୀ ଓ କର୍ମଚାରୀ ସ୍ୱେଚ୍ଛାକୃତ ରକ୍ତଦାନ ନିମନ୍ତେ ପହଞ୍ଚିଥିଲେ। ରକ୍ତଦାନ ଶିବରକୁ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‌ଘାଟନ କରିଥିଲେ। ରକ୍ତଦାନ ଶିବିରକୁ ଉଦ୍‍ଘାଟନ କରି ଶ୍ରୀ ସାମନ୍ତ ସମସ୍ତ ସ୍ୱେଚ୍ଛାସେବୀଙ୍କୁ ଶୁଭେଚ୍ଛା

Read More »
ଦେଶ ବିଦେଶ

କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର : କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟରେ ୭୭ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଶ୍ରୀଲଙ୍କା ସାଂସଦ ନାମଲ ରାଜପକ୍ଷ ସୋମବାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀଙ୍କ ପରେଡ ଅଭିବାଦନ ଗ୍ରହଣ କରି କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ, ପ୍ରତିବର୍ଷ କିଟ୍ ଓ କିସ୍‌ରେ ସାଧାରଣତନ୍ତ୍ର ଦିବସ ଅତି ଆଡ଼ମ୍ବରରେ ପାଳିତ ହୋଇଥାଏ। ପ୍ରତିବର୍ଷ ବିଦେଶରୁ ଜଣେ ଗଣ୍ୟମାନ୍ୟ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଅତିଥି

Read More »
କ୍ରୀଡା

ମିନି ମାରାଥନରେ ଶାଢ଼ି ପିନ୍ଧି ଦୌଡ଼ିଲେ ମହିଳା

ଭୁବନେଶ୍ୱର : ‘ସମସ୍ତଙ୍କ ପାଇଁ ଶିକ୍ଷା’ ବାର୍ତ୍ତା ନେଇ ପ୍ରତିବର୍ଷ ଜାନୁଆରୀ ମାସର ଶେଷ ରବିବାର କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ୍‌ର ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ମଧ୍ୟ ଆଜି ଓଡ଼ିଶାର ସମସ୍ତ ଜିଲ୍ଲା ଏବଂ ଭାରତର ମେଟ୍ରୋ ସହରଗୁଡ଼ିକରେ ଏହି ମିନି ମାରାଥନର ଆୟୋଜିତ ହୋଇଯାଇଛି । ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟ ନେଇ ସାଧାରଣରେ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ କିଟ୍‌, କିସ୍ ଓ କିମ୍‌ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ୨୦୧୬

Read More »