odisha

ଅପରାଧ

ଲାଞ୍ଚ ନେଇ ଆଇଆଇସି ଗିରଫ

ଜଣେ ଲାଇସେନ୍ସପ୍ରାପ୍ତ ମଦ ଦୋକାନୀଙ୍କଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ରବିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କଟକ ସ୍ଥିତ ସିଆରଆରଆଇ ପୁଲିସ ଥାନାର ଆଇଆଇସି ବିଜୟ କୁମାର ବାରିକ। ସୁରୁଖୁରୁରେ ବେପାର କରିବା ପାଇଁ ଉକ୍ତ ମଦ ଦୋକାନୀଙ୍କଠାରୁ ଲାଞ୍ଚ ନେଉଥିଲେ ଆଇଆଇସି ବିଜୟ କୁମାର ବାରିକ। ସେ ଭୁବନେଶ୍ୱରର ରାଜମହଲ ଛକରେ ଲାଞ୍ଚ ଅର୍ଥ ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ କରି ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ

Read More »
ଦେଶ ବିଦେଶ

ସେବା ଓ ସମର୍ପଣର ଅନନ୍ୟ ନାମ : ଡକ୍ଟର ରାମଚନ୍ଦାନୀ

ବୁର୍ଲାର ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜର ମେଡିସିନ ବିଭାଗର ସହକାରୀ ପ୍ରଫେସର ଡକ୍ଟର ଶଙ୍କର ରାମଚନ୍ଦାନୀ ସେବା ଏବଂ ସମର୍ପଣର ଅନ୍ୟ ଏକ ନାମ। ତାଙ୍କ କର୍ମ ହିଁ ତାଙ୍କ କାହାଣୀ କରୁଣା ଏବଂ ସହାନୁଭୂତିର ପ୍ରମାଣ। ୧୯୮୦ ମସିହାରେ ଏକ ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ଶଙ୍କରଙ୍କ ପ୍ରାରମ୍ଭିକ ଜୀବନ କଷ୍ଟରେ କଟିଥିଲା । ତାଙ୍କ ପିତା ବ୍ରହ୍ମାନନ୍ଦ ରାମଚନ୍ଦାନୀ ତାଙ୍କ ପୁଅକୁ ଜଣେ ଭଲ ଡାକ୍ତର କରିବାକୁ ସ୍ୱପ୍ନ ଦେଖିଥିଲେ। କିନ୍ତୁ, ଭାଗ୍ୟର

Read More »
ମନୋରଞ୍ଜନ

ଘାଏ ଦେଖତ କଳାପଟା ଅନୁଷ୍ଠାନର ବାର୍ଷିକୋତ୍ସବ

ନୂଆଁ ବର୍ଷରେ ହୋମ ଯଜ୍ଞ, ବହି ଉନ୍ମୋଚନ ଓ ସାହିତ୍ୟ ସଭା । ବରଗଡ ଜିଲ୍ଲା ଗାଇସିଲେଟ ଠାରେ “ଘାଏ ଦେଖତ କଳାପଟା”ର ବାର୍ଷିକୋତ୍ସବ ନୂଆଁ ବର୍ଷ ଗୁରୁବାର ଦିନ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସାହୁ କଲ୍ୟାଣ ମଣ୍ଡପ କଲଙ୍ଗାପାଲି ଠାରେ ସକାଳେ ବୈଦିକ ଯଜ୍ଞ ଅନୁଷ୍ଠିତ ହୋଇଥିଲା । ଏହାପରେ କଳାପଟା ସାହିତ୍ୟ ସଂସଦର ସଭାପତି ନିରଞ୍ଜନ ପଣ୍ଡାଙ୍କ ପୌରୋହିତ୍ୟରେ ଆୟୋଜିତ ପ୍ରଥମ ଅଧିବେସନରେ ବ୍ୟଙ୍ଗ କବି ମନୋରଞ୍ଜନ ସାହୁ ମୁଖ୍ୟ ଅତିଥି

Read More »
ଜୀବନଚର୍ଯ୍ୟା

ନୂତନ ବର୍ଷ: ଆଶା ଓ ଦାୟିତ୍ୱର ନୂଆ ଆରମ୍ଭ

ନୂତନ ବର୍ଷ ମାନେ କେବଳ ସମୟର ପରିବର୍ତ୍ତନ ନୁହେଁ; ଏହା ହେଉଛି ଧର୍ମ, କର୍ମ ଓ ଭକ୍ତିର ପଥରେ ଆତ୍ମଶୁଦ୍ଧିର ଏକ ନୂଆ ଡାକ। ଶାସ୍ତ୍ର କୁହେ— “କାଲଃ କର୍ମାଣି ଭୂତାନାଂ” ଅର୍ଥାତ୍ ସମୟ ସମସ୍ତ ପ୍ରାଣୀଙ୍କ କର୍ମକୁ ପରୀକ୍ଷା କରେ। ନୂତନ ବର୍ଷ ସେହି ସମୟର ଏକ ପବିତ୍ର ସନ୍ଧିକ୍ଷଣ, ଯେଉଁଠାରେ ମନୁଷ୍ୟ ନିଜ କର୍ମକୁ ପୁନଃବିଚାର କରିପାରେ। ଭଗବଦ୍‌ଗୀତାରେ ଶ୍ରୀକୃଷ୍ଣ କହିଛନ୍ତି— “ଉଦ୍ଧରେଦାତ୍ମନାତ୍ମାନଂ ନାତ୍ମାନମବସାଦୟେତ୍” ମଣିଷ ନିଜ ଆତ୍ମା ଦ୍ୱାରା ନିଜକୁ ଉନ୍ନତ କରୁ,

Read More »
ତାଜା ଖବର

ବିଜେଡି ଅଛି ଓ ଶହେ ବର୍ଷ ରହିବ : ନବୀନ

ଭୁବନେଶ୍ୱର: ଆଜି ଶଙ୍ଖ ଭବନରେ ୨୯ତମ ବିଜେଡି ପ୍ରତିଷ୍ଠା ଦିବସକୁ ବେଶ ଧୁମଧାମରେ ପାଳନ କରାଯାଇଛି। ଏହି ଅବସରରେ ସଭାପତି ନବୀନ ପଟ୍ଟନାୟକ ଉତ୍ସବରେ ସାମିଲ ହୋଇ ଦଳୀୟ କର୍ମୀ ଓ ନେତାଙ୍କୁ ଉଦବୋଧନ ଦେଇଛନ୍ତି। ଦୀର୍ଘ ଦିନ ହେବା ବିଜେଡିକୁ ନେଇ ଯେଉଁ ଚର୍ଚ୍ଚା ଚାଲିଛି ତାହା ଉପରେ ବକ୍ତବ୍ୟ ରଖିଛନ୍ତି ସଭାପତି। ପ୍ରତିଷ୍ଠା ଦିବସରେ ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରି କହିଛନ୍ତି କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ

Read More »
ତାଜା ଖବର

କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ୨୦୨୫

ଭୁବନେଶ୍ୱର : କର୍ଣ୍ଣାଟକର ସମୃଦ୍ଧି ତ୍ରିପାଠୀ କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ ୨୦୨୫ ଟାଇଟଲ୍ ହାସଲ୍ କରିଛନ୍ତି। କିଟ୍ ଫିଲ୍ମ ଆଣ୍ଡ ଫେସନ ସ୍କୁଲ୍‍ ପକ୍ଷରୁ ଆୟୋଜିତ ‘କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆ’ ୨୦୨୫ର ଫାଇନାଲ୍ ତଥା ମେଗା ରାଉଣ୍ଡ ମଙ୍ଗଳବାର ଶେଷ ହୋଇଛି । ଫାଇନାଲ୍ ରାଉଣ୍ଡରେ ସମଗ୍ର ଦେଶରୁ ୯ଜଣ ଫାଇନାଲିଷ୍ଟଙ୍କୁ ପଛରେ ପକାଇ ସମୃଦ୍ଧି ନହ୍ନିପରୀ ମୁକୁଟ ସହ ୧୦ଲକ୍ଷ ଟଙ୍କାର ନଗଦ ଅର୍ଥରାଶି ପୁରସ୍କାର ଲାଭ କରିଛନ୍ତି ।

Read More »
ରାଜ୍ୟ

କିଟ୍‍ ଇଣ୍ଟରନ୍ୟାସନାଲ ସ୍କୁଲ୍‌ର ବାର୍ଷିକ ଦିବସ

ଭୁବନେଶ୍ୱର : କିଟ୍‍ ଇଣ୍ଟରନ୍ୟାସନାଲ୍‍ ସ୍କୁଲ୍‍ର ୧୯ତମ ବାର୍ଷିକ ଉତ୍ସବ  “ବିୟଣ୍ଡ ବାଉଣ୍ଡାରିଜ ୨୦୨୫’ ସୋମବାର ଅନୁଷ୍ଠିତ ହୋଇଯାଇଛି । କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଶୃଙ୍ଖଳାକୁ ପ୍ରଶଂସା କରି କହିଲେ, ଶିକ୍ଷାଗତ ଉତ୍କଷର୍ତା ସହିତ ଦୃଢ଼ ନୈତିକ ମୂଲ୍ୟବୋଧକୁ ପ୍ରୋତ୍ସାହିତ କରିବା ହେଉଛି ପ୍ରକୃତ ଶିକ୍ଷା। ଶିକ୍ଷକ ଶିକ୍ଷୟିତ୍ରୀମାନେ ସର୍ବଦା ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଆତ୍ମ ବିଶ୍ୱାସ ବୃଦ୍ଧି କରିବା ସହ ସର୍ଜନାତ୍ମକ ଓ ଚରିତ୍ରଗଠନକୁ ପ୍ରୋତ୍ସାହିତ କରିବା

Read More »
ରାଜ୍ୟ

କିଟ୍‍ ରେ ‘ମାର୍ଚ୍ଚିଂ ବିୟଣ୍ଡ ଦି ଲାଇବ୍ରେରୀ ୨୦୨୫’ ସମ୍ମିଳନୀ

ଭୁବନେଶ୍ୱର : ମ୍ୟାନେଜମେଣ୍ଟ ଲାଇବ୍ରେରୀ ନେଟ୍‍ୱର୍କ (MANLIBNET) ଏବଂ ICMBL 2025 ମିଳିତ ଆନୁକୂଲ୍ୟରେ ତିନି ଦିନିଆ ଅନ୍ତର୍ଜାତୀୟ ଲାଇବ୍ରେରୀ ୨୦୨୫ ଶୀର୍ଷକ ସମ୍ମିଳନୀ କିଟ୍‍ ରେ ଉଦ୍ଘାଟିତ ହୋଇଯାଇଛି। ତିନି ଦିନ ବ୍ୟାପୀ ହେବାକୁ ଥିବା ଏହି ସମ୍ମିଳନୀରେ ଲାଇବ୍ରେରୀ ଓ ସୂଚନା ବିଜ୍ଞାନ କ୍ଷେତ୍ରରେ ପ୍ରତିଭା, ପ୍ରଯୁକ୍ତିବିଦ୍ୟା ଓ ପରିବର୍ତ୍ତନ ଉପରେ ଗୁରୁତ୍ୱପୂର୍ଣ୍ଣ ବିଶ୍ୱସ୍ତରୀୟ ଆଲୋଚନା ହେବ। ଏହି ଅନ୍ତର୍ଜାତୀୟ କାର୍ଯ୍ୟକ୍ରମରେ ଭାରତ ଓ ବିଦେଶର ଖ୍ୟାତିସଂପନ୍ନ ପ୍ରଫେସର, ଶିକ୍ଷାବିତ୍‌, ସୂଚନା ବୈଜ୍ଞାନିକ, ଗବେଷକ ଓ ଲାଇବ୍ରେରୀ ବୃତ୍ତିଗତମାନେ ଯୋଗ ଦେଇଛନ୍ତି। ଏହା ସମ୍ମିଳନୀ ଜରିଆରେ ଲାଇବ୍ରେରୀର

Read More »
ରାଜନୀତି

କିଟ୍‍ ଅନ୍ତର୍ଜାତୀୟ ଛାୟା ଜାତିସଂଘ ଉଦ୍‍ଯାପିତ

ଭୁବନେଶ୍ୱର : ତିନି ଧରି ଚାଲିଥିବା ବହୁ ପ୍ରତୀକ୍ଷିତ କିଟ ଅନ୍ତର୍ଜାତୀୟ ଛାୟା ଜାତିସଂଘ (ମୁନ୍‌)ର ୧୩ତମ ସଂସ୍କରଣ ଉଦ୍‍ଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ତିନି ଜଣ ଅନ୍ତର୍ଜାତୀୟ କାର୍ଯ୍ୟନିର୍ବାହୀ ବୋର୍ଡ ସଦସ୍ୟ, ୨୦ ରୁ ଅଧିକ କର୍ପୋରେଟ୍ ବ୍ୟକ୍ତିତ୍ୱଙ୍କ ଉପସ୍ଥିତି ଓ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଆଶ୍ କିଙ୍ଗଙ୍କ ଷ୍ଟାର ନାଇଟ୍ ପ୍ରମୁଖ ମୁଖ୍ୟ ଆକର୍ଷଣ ଥିଲା। ଏଥିରେ ଭାରତ ଓ ବିଦେଶରୁ ଯୁବ ପ୍ରତିନିଧି ଓ ୩୦ରୁ ଅଧିକ ଅନ୍ତର୍ଜାତୀୟ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଉଦ୍‍ଘାଟନୀ

Read More »
ରାଜ୍ୟ

କିଟ ଇଂଟରନ୍ୟାସ୍‌ନାଲ୍ ସ୍କୁଲ୍ ସେନ୍ ଗ୍ଲୋବ୍‌ର ୧୧ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : କିଟ୍ ଇଂଟରନ୍ୟାସନାଲ ସ୍କୁଲରେ ସ୍ୱତନ୍ତ୍ର ଛାତ୍ରଛାତ୍ରୀଙ୍କ ପାଇଁ ଥିବା ସ୍ପେଶାଲ୍ ଏଜୁକେସନାଲ୍ ନିଡ୍‌ସ (ସେନ୍‌) ଗ୍ଲୋବର ୧୧ତମ ପ୍ରତିଷ୍ଠା ଦିବସ ଆଜି ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ନୋବେଲ ପୁରସ୍କାର ବିଜେତା ପ୍ରଫେସର ଅଭିଜିତ ବିନାୟକ ବାନାର୍ଜୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରି କହିଲେ, ଆମେ ସମସ୍ତେ ଭିନ୍ନ । ଆମେ ନିରନ୍ତର ସ୍ଥିର ଉପାୟରେ ନିଜର ସଫଳତାକୁ ଶ୍ରେୟ ଦେବାକୁ ଚେଷ୍ଟା କରୁ । ସେ କହିଲେ,

Read More »