odisha

ଦେଶ ବିଦେଶ

କିଟକୁ ‘ବେଷ୍ଟ ଇମର୍ଜିଂ ୟୁନିଭର୍‍ସିଟି’ ପୁରସ୍କାର

ଭୁବନେଶ୍ୱର : ପୁଡୁଚେରୀରେ ଅନୁଷ୍ଠିତ ୫୫ତମ ଇଣ୍ଡିଆନ୍ ସୋସାଇଟି ଫର୍‍ ଟେକ୍ନିକାଲ୍ ଏଜୁକେସନ୍ (ଆଇଏସ୍‍ଟିଇ) ଜାତୀୟ ଅଧ୍ୟାପକ ସମ୍ମିଳନୀରେ କିଟ୍‍ ବିଶ୍ୱବିଦ୍ୟାଳୟକୁ ‘ବେଷ୍ଟ ଇମର୍ଜିଂ ୟୁନିଭରସିଟି’ (ଶ୍ରେଷ୍ଠ ଉଦୀୟମାନ ବିଶ୍ୱବିଦ୍ୟାଳୟ) ପୁରସ୍କାର ପ୍ରଦାନ କରାଯାଇଛି । ଏହି ସମ୍ମାନଜନକ ସମ୍ମାନ ଭାରତର ସବୁଠାରୁ କ୍ରିୟାଶୀଳ ଶିକ୍ଷାନୁଷ୍ଠାନ ମଧ୍ୟରୁ ଗୋଟିଏ ଭାବରେ କିଟ୍‍ ବିଶ୍ୱବିଦ୍ୟାଳୟର ନିରନ୍ତର ବୃଦ୍ଧିକୁ ସୂଚାଉଛି ।  ଦୀର୍ଘ ବର୍ଷ ଧରି କିଟ୍‍ ଶୈକ୍ଷିକ ଉତ୍କର୍ଷତା, ଅନ୍ତର୍ଭୁକ୍ତିମୂଳକ ଅଭିବୃଦ୍ଧି, ସଂପ୍ରଦାୟ ସେବା ଓ ସ୍ଥାୟୀ ବିକାଶ ପ୍ରତି

Read More »
ଦେଶ ବିଦେଶ

ଶିକ୍ଷା ଓ ସଂସ୍କାର, ମୁଦ୍ରାର ଦୁଇଟି ପାର୍ଶ୍ଵ: ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର, ୧୮ ।୮: କିଟ୍‌ରେ ୫ ଦିନିଆ ଭାବ ବିନିମୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଭୁଟାନ ସରକାର କିଟ୍‌କୁ ପଠାଇଥିବା ୩୧ ଜଣିଆ ବୌଦ୍ଧ ଶିକ୍ଷକ ପ୍ରତିନିଧିମଣ୍ଡଳ ଆଜି ସକାଳେ କିଟ୍ ଓ କିସ୍ ପରିଦର୍ଶନ କରିଥିଲେ। ପରେ ସେମାନେ ଏକ ଆଧ୍ୟାତ୍ମିକ ଶିକ୍ଷଣ ଅଧିବେଶନରେ ଯୋଗ ଦେଇଥିଲେ। ଏହି ଅଧିବେଶନରେ କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କୁ ଶିକ୍ଷା ଓ ସଂସ୍କାର, କର୍ମ ଓ ପ୍ରାରବ୍ଧ ଏବଂ ଆର୍ଟ ଅଫ୍ ଗିଭିଂ ଭଳି ୩ଟି ବିଷୟରେ

Read More »
ରାଜ୍ୟ

କିସ୍‍ ବିଶ୍ୱବିଦ୍ୟାଳୟର ୫ମ ସମାବର୍ତ୍ତନ ଉତ୍ସବ

ଭୁବନେଶ୍ୱର : ଜାଗରଣ, ଆତ୍ମୀୟତା ଓ ପ୍ରତିବଦ୍ଧତା ହେଉଛି ଜୀବନର ମୂଳମନ୍ତ୍ର ବୋଲି ଓଡ଼ିଶାର ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ରବିବାର କିସ୍‍ ବିଶ୍ୱବିଦ୍ୟାଳୟ ୫ମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଫେସର ଲାଲ୍‍ କହିଲେ, ମୁଁ କିଏ, ମୁଁ କେଉଁଠି ଅଛି ଓ ମୁଁ କାହିଁକି ଅଛି ଏ ଅସମାହିତ ପ୍ରଶ୍ନ ଆଜି ପର୍ଯ୍ୟନ୍ତ ସମାଧାନ ହୋଇପାରିନାହିଁ। ମାତ୍ର କିସ୍‍ ବିଶ୍ୱବିଦ୍ୟାଳୟରେ ପିଲାମାନଙ୍କୁ ଏହି ଅସମାହିତ ପ୍ରଶ୍ନ ଉତ୍ତର ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ

Read More »
ଦେଶ ବିଦେଶ

କିଟ୍‌ରେ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଉଦ୍‍ଘାଟିତ

ଭୁବନେଶ୍ୱର : ୨୬ ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଏବଂ ଏସ୍‍ଡିଜି: ସାଇନ୍‍ସ ଆଣ୍ଡ ଟେକ୍ନୋଲୋଜି ଇନୋଭେସନ୍‍ସ ବିଷୟବସ୍ତୁ ଆଧାରିତ ସଷ୍ଟେନେବଲ୍‍ ଗ୍ରୀନ୍‍ ଫ୍ରଣ୍ଟିୟର୍ସ ଉପରେ ପ୍ରଥମ ଅନ୍ତର୍ଜାତୀୟ ସମ୍ମିଳନୀ କିଟ୍‌ରେ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ବ୍ୟାପୀ ଅନୁଷ୍ଠିତ ହେବାକୁ ଥିବା ଏହି ଅନ୍ତର୍ଜାତୀୟ ସମ୍ମିଳନୀକୁ କିଟ୍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍ଘାଟନ କରି ରସାୟନ ବିଜ୍ଞାନ କ୍ଷେତ୍ରରେ ଜୀବନ ବ୍ୟାପୀ ଅବଦାନ ନିମନ୍ତେ ପ୍ରତବର୍ଷ

Read More »
ତାଜା ଖବର

୭୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ତରଫରୁ କଳିଙ୍ଗ ଷ୍ଟାଡିୟମରେ ମେଗା ନିଯୁକ୍ତି ମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ୧୨ ଟି ବିଭାଗର ୭ ହଜାର ୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, “ଆମ ସରକାର ଖାଲି ପଡ଼ିଥିବା ପଦ ଏବଂ ଖାଲି ହେଉଥିବା ପଦବି ପୁରା କରୁଛନ୍ତି। ବିଭିନ୍ନ ବିଭାଗକୁ ଏଥିପାଇଁ ନିର୍ଦ୍ଦେଶ ଦେଇଥିଲି। ସରକାର ଦ୍ରୁତ ଶିଳ୍ପାୟନ କ୍ଷେତ୍ରରେ କାମ କରୁଛନ୍ତି। ଆମ ସରକାର ଆସିବାର

Read More »
ରାଜ୍ୟ

କିସ୍‍ ରେ ୪୦ ହଜାର ଛାତ୍ରଛାତ୍ରୀଙ୍କୁ ଶାଲ୍‍ ଓ ସ୍ୱେଟର ବଣ୍ଟନ

ଭୁବନେଶ୍ୱର : ଶୀତଦିନ ଆସିଯାଇଥିବାରୁ କିସରେ ଆଜି ଛାତ୍ରୀଙ୍କୁ ଶାଲ୍‍ ଓ ଛାତ୍ରଙ୍କୁ ସ୍ୱେଟର ବଣ୍ଟନ କରାଯାଇଛି। ପ୍ରତିବର୍ଷ ଶୀତ ଦିନ ଅବ୍ୟବହିତ ପୂର୍ବରୁ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସାଲ୍‍ ଓ ସ୍ୱେଟର୍‍ ବ୍ୟବସ୍ଥା କରିଥାନ୍ତି। ଶ୍ରୀ ସାମନ୍ତ ବ୍ୟକ୍ତିଗତ ଭାବେ ବାହାର ରାଜ୍ୟରୁ କିସ୍‍ ଛାତ୍ରଛାତ୍ରୀଙ୍କ ପାଇଁ ଶୀତବସ୍ତ୍ର କ୍ରୟ କରିଥାନ୍ତି। ଚଳିତବର୍ଷ ଶ୍ରୀ ସାମନ୍ତଙ୍କ ବ୍ୟକ୍ତିଗତ ପ୍ରୟାସରେ ପଞ୍ଜାବର ଲୁଧିଆନାରୁ କିସ୍‍ ଛାତ୍ରୀଙ୍କ ପାଇଁ ୨୦

Read More »
ଦେଶ ବିଦେଶ

କିମ୍‍ସ ଜାତୀୟ ସମ୍ମିଳନୀ ୨୦୨୫ ଅନୁଷ୍ଠିତ

ଭୁବନେଶ୍ୱର : କିମ୍‍ସ ଜାତୀୟ କନକ୍ଲେଭର ଦ୍ୱିତୀୟ ସଂସ୍କରଣ ଆଜି ଅନୁଷ୍ଠିତ ହୋଇଯାଇଛି । ଦିବସ ବ୍ୟାପୀ ଏହି କାର୍ଯ୍ୟକ୍ରମରେ ଚିକିତ୍ସା, ଜନସ୍ୱାସ୍ଥ୍ୟ, ଜୈବଚିକିତ୍ସା ନବସର୍ଜନା, ସ୍ୱାସ୍ଥ୍ୟସେବା ନୀତି ଏବଂ ଚିକିତ୍ସା ଶିକ୍ଷା ଆଦି କ୍ଷେତ୍ରରୁ ଭାରତର ବହୁ ପ୍ରତିଷ୍ଠିତ ବ୍ୟକ୍ତି ବିଶେଷ ଓ ବିଶେଷଜ୍ଞ ଯୋଗ ହୋଇଥିଲେ । ଚଳିତବର୍ଷ ସମ୍ମଳନୀର ବିଷୟବସ୍ତୁ ଥିଲା- ‘ନିଉଅର ହରିଜନ୍‍ସ, ନିଉଅର କନ୍‍ସେପ୍ଟସ, ନିଉଅର୍‍ ଇନୋଭେସନ୍‍ସ’ । ଏହି କାର୍ଯ୍ୟକ୍ରମରେ ୫ଶହରୁ ଊର୍ଦ୍ଧ୍ୱ ଡାକ୍ତରୀ ଓ ସ୍ୱାସ୍ଥ୍ୟସେବାର ଅନ୍ୟାନ୍ୟ

Read More »
ଦେଶ ବିଦେଶ

୨୨ରେ କିମସ ଜାତୀୟ ସମ୍ମିଳନୀ

ଭୁବନେଶ୍ୱର : ନଭେମ୍ବର ୨୨ ତାରିଖରେ କିମ୍‍ସରେ ପ୍ରମୁଖ ଜାତୀୟ ସ୍ୱାସ୍ଥ୍ୟ ସମ୍ମିଳନୀ, ‘କିମ୍‍ସ ଜାତୀୟ ସମ୍ମିଳନୀ ୨୦୨୫‘ର ଦ୍ୱିତୀୟ ସଂସ୍କରଣ ଆୟୋଜିତ ହେଉଛି। ଏହି ସମ୍ମିଳନୀର ବିଷୟ ବସ୍ତୁ ରହିଛି “ଫ୍ୟୁଚର୍‍ ଅଫ୍‍ ମେଡିକାଲ୍‍ କେୟାର ଆଣ୍ଡ ପ୍ରୋଗ୍ରେସ୍‍’। ଏଥିରେ ଭାରତରେ ସ୍ୱାସ୍ଥ୍ୟସେବା ପ୍ରଦାନର ଭବିଷ୍ୟତ ଦିଗ ଉପରେ ଆଲୋଚନା ପାଇଁ କ୍ଲିନିକାଲ୍ ମେଡିସିନ୍‌, ଜନସ୍ୱାସ୍ଥ୍ୟ, ନୀତି ନିର୍ଦ୍ଧାରଣ, ଚିକିତ୍ସା ପ୍ରଯୁକ୍ତିବିଦ୍ୟା ଏବଂ ସାମାଜିକ ପରିବର୍ତ୍ତନର ପ୍ରମୁଖ ବିଶେଷଜ୍ଞମାନେ ଏକତ୍ରିତ ହେବେ। ଏହା ସହ ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର ବକ୍ତାମାନେ ସଂପ୍ରତି

Read More »
ରାଜ୍ୟ

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଉଦଯାପିତ

ଭୁବନେଶ୍ୱର : କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ବହୁ ପ୍ରତୀକ୍ଷିତ ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ୨୦୨୫ ରବିବାର ଉଦଯାପିତ ହୋଇ ଯାଇଛି। ଶନିବାର ଓ ରବିବାର ଦୁଇ ଦିନ ଧରି ରଙ୍ଗୀନ ଏବଂ ଉତ୍ସାହଜନକ ଢଙ୍ଗରେ ଚାଲିଥିବା ଏହି କାର୍ଯ୍ୟକ୍ରମରେ ସାରା ଭାରତରୁ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ। ଛାତ୍ରଛାତ୍ରୀମାନଙ୍କୁ କଳ୍ପନା, ସର୍ଜନଶୀଳତା ଏବଂ କାହାଣୀ କହିବାର ଉତ୍ସାହ ପାଇଁ ଆକର୍ଷିତ କରିବା ଏହି କାର୍ଯ୍ୟକ୍ରମରେ ଲକ୍ଷ୍ୟ। ଉଦ୍‍ଘାଟନୀ ଉତ୍ସବର ଆକର୍ଷଣ ଥିଲେ ଅଭିନେତା ବିକ୍ରାନ୍ତ ମାସେ, ଯାହାଙ୍କ ଉପସ୍ଥିତି

Read More »
ରାଜ୍ୟ

କିମ୍‍ସରେ ‘କହୋଟେକ୍‍’ର ଦଶମ ସଂସ୍କରଣ ଉଦ୍‍ଯାପିତ

ଭୁବନେଶ୍ୱର : କନସୋର୍ଟିୟମ୍ ଅଫ୍ ଆକ୍ରେଡିଟେଡ୍ ହେଲଥକେୟାର ଅର୍ଗାନାଇଜେସନ୍‍ସ (କାହୋ) ଦ୍ୱାରା ଆୟୋଜିତ ଭାରତର ପ୍ରିମିୟର ହେଲ୍‍ଥକେୟାର ଟେକ୍ନୋଲୋଜି ଇନୋଭେସନ୍ କନକ୍ଲେଭ୍‌– କାହୋଟେକ୍‍ର ଦଶମ ସଂସ୍କରଣ ରବିବାର କିମ୍‍ସରେ ଉଦଯାପିତ ହୋଇ ଯାଇଛି। କିମସ ଓ କାହୋ ମିଳିତ ଆନୁକୁଲ୍ୟରେ “ଟେକ୍ନୋଲୋଜି ଆଣ୍ଡ ଇମ୍ପାକ୍ଟ: ସଲଭିଂ ଚ୍ୟାଲେଞ୍ଜେସ ଇନ ହେଲ୍‍ଥକେୟାର’ ବିଷୟବସ୍ତୁ ଉପରେ ଆୟୋଜିତ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟସେବା ଶିଳ୍ପ, ବୃତ୍ତିଗତ, ନବସର୍ଜନାକାରୀ, ଷ୍ଟାର୍ଟଅପ୍ ଓ ଛାତ୍ର ପ୍ରତିନିଧିମାନେ ଯୋଗ ଦେଇଥିଲେ । କିଟ୍‍, କିସ୍‍ ଓ କିମ୍‍ସ ପ୍ରତିଷ୍ଠାତା ଅଚ୍ୟୁତ

Read More »