Live Odisha Tv

olympics

କ୍ରୀଡା

ଇତିହାସ ରଚିଲା ଭାରତୀୟ ପୁରୁଷ ହକି ଟିମ

ଅଲିମ୍ପିକ୍ସରେ ଇତିହାସ ରଚିଲା ଭାରତୀୟ ପୁରୁଷ ହକି ଟିମ। ଦଳ ଆଜି ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶକ୍ତିଶାଳୀ ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇଛି। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ ହରାଇବାର ସଫଳତା ପାଇଛି। ଭାରତ ୧୯୭୨ ଅଲିମ୍ପିକ୍ସରେ ଶେଷ ଥର ପାଇଁ ଅଷ୍ଟ୍ରେଲିଆକୁ ହକିରେ ହରାଇଥିଲା। ଭାରତ ଯେତେଥର ବି ଅଷ୍ଟ୍ରେଲିଆକୁ ଭେଟିଥିଲା ସବୁବେଳେ ପରାଜିତ ହୋଇଥିଲା କିନ୍ତୁ ଆଜି ହରମନପ୍ରୀତ ସିଂହଙ୍କ କ୍ୟାପ୍ଟେନସିପରେ ଭାରତୀୟ ହକି

Read More »
କ୍ରୀଡା

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଲେ ମନୁ ଭାକର

ପ୍ୟାରିସ ଅଲିମ୍ପିକ୍ସରେ ଇତିହାସ ରଚିଛନ୍ତି ଭାରତର ଯୁବ ଶୁଟର ମନୁ ଭାକର।  ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ଭାରତ ପାଇଁ ସେ ବ୍ରୋଞ୍ଜ ପଦକ ହାତେଇଛନ୍ତି। ମନୁ ୨୨୧.୭ ପଏଣ୍ଟ ସ୍କୋର କରି ଏହି ସଫଳତା ହାସଲ କରିଛନ୍ତି। ଏହି ଐତିହାସିକ ସଫଳତା ପାଇଁ ମନୁ ଭାକରଙ୍କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୁଭେଚ୍ଛା ଜଣାଇଛନ୍ତି। ହରିୟାଣାରେ ଜନ୍ମିତ ମନୁ ଭାକର ପ୍ରଥମ ଭାରତୀୟ ମହିଳା ଶୁଟର

Read More »
କ୍ରୀଡା

ପ୍ୟାରିସ୍‍ ଅଲିମ୍ପିକ୍‍ସରେ କିଟ୍‍ର ୧୨ ଖେଳାଳି

ଭୁବନେଶ୍ୱର : ଜୁଲାଇ ୨୬ରୁ ଅନୁଷ୍ଠିତ ହେବାକୁ ଥିବା ପ୍ୟାରିସ୍‍ ଅଲିମ୍ପିକ୍‍ସ ୨୦୨୪ରେ କିଟ୍‍ ଓ କିସ୍‍ର ୧୨ଜଣ ଖେଳାଳି ସାମିଲ ହେବାର ଯୋଗ୍ୟତା ଅର୍ଜନ କରିଛନ୍ତି। କୌଣସି ଶିକ୍ଷାନୁଷ୍ଠାନରୁ ଅଲିମ୍ପିକ୍‍ସରେ ଏତେ ସଂଖ୍ୟକ ଖେଳାଳି ଯୋଗଦେବା କ୍ଷେତ୍ରରେ କିଟ୍‍ ହେଉଛି ଦେଶର ପ୍ରଥମ ଶିକ୍ଷାନୁଷ୍ଠାନ। ଏହା କିଟ୍‍, ଓଡ଼ିଶା ତଥା ଭାରତ ପାଇଁ ଗୌରବର ବିଷୟ। ଏ ନେଇ ଆଜି ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମସ୍ତ ଖେଳାଳି ଭର୍ଚୁଆଲରେ ଉପସ୍ଥିତ ଥିଲେ। ଅଲିମ୍ପିକ୍‍ସ ପାଇଁ

Read More »