Live Odisha Tv

operation

ଜୀବନଚର୍ଯ୍ୟା

କିମ୍‍ସରେ ୧୦ଦିନ ଶିଶୁର ସଫଳ ହୃଦ୍‍ ଅସ୍ତ୍ରୋପଚାର

ଭୁବନେଶ୍ୱର : କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡ଼ିକାଲ୍‍ ସାଇନ୍‍ସେସ୍‍(କିମ୍‍ସ)ର ଡାକ୍ତରମାନେ ଜନ୍ମଜାତ ହୃଦରୋଗର ଶିକାର ଜଣେ ୧୦ଦିନର ଶିଶୁର ଜୀବନ ରକ୍ଷା କରିବାରେ ସଫଳ ହୋଇଛନ୍ତି। କିମ୍‍ସର ନବଜାତ ଶିଶୁରୋଗ ବିଭାଗ, ହୃଦରୋଗ ଏବଂ ହୃଦରୋଗ ନିଶ୍ଚେତକ ବିଭାଗ ଡାକ୍ତରଙ୍କ ସମନ୍ୱିତ ପ୍ରଚେଷ୍ଟା ଯୋଗୁଁ ଏହା ସମ୍ଭବ ହୋଇଛି। ୨.୨ କିଲୋଗ୍ରାମ ଓଜନ ଥିବା ଶିଶୁଟି ଜନ୍ମଜାତ ହୃଦରୋଗ ସନ୍ଦେହରେ ରେଫର ହୋଇ କିମ୍‍ସକୁ ଆସିଥିଲା। ଶିଶୁଟି ଜନ୍ମରୁ ଅକ୍ସିଜେନ୍‍ ଆବଶ୍ୟକ କରୁଥିଲା ଏବଂ ତାର ଅକ୍ସିଜେନ୍‍

Read More »
ଜୀବନଚର୍ଯ୍ୟା

କିମ୍‍ସରେ ମାଗଣା ଗ୍ରହଣଖଣ୍ଡିଆ ଅସ୍ତ୍ରୋପଚାର

ଭୁବନେଶ୍ୱର : କଳିଙ୍ଗ ଇନ୍‍ଷ୍ଟିଚ୍ୟୁଟ୍‍ ଅଫ୍‍ ମେଡ଼ିକାଲ୍‍ ସାଇନ୍‍ସେସ୍‍(କିମ୍‍ସ)ରେ ଆସନ୍ତା ଅଗଷ୍ଟ ମାସରୁ ମାଗଣା ଗ୍ରହଣଖଣ୍ଡିଆ ଅସ୍ତ୍ରୋପଚାର କରାଯିବ। ସ୍ମାଇଲ୍‍ ଫାଉଣ୍ଡେସନ୍‍ ସହଯୋଗରେ କିମ୍‍ସରେ ଏହି ସେବା ଯୋଗାଇ ଦିଆଯିବାକୁ ଥିବା ବେଳେ ସମାଜର ସବୁବର୍ଗ ଏହାର ସୁବିଧା ନେଇପାରିବେ। କିମ୍‍ସରେ ବିଶ୍ୱ ପ୍ଲାଷ୍ଟିକ ସର୍ଜରୀ ଦିବସ ପାଳନ ଅବସରରେ ସୋମବାର କିମ୍‍ସ ମେଡ଼ିକାଲ କଲେଜ ଅଧ୍ୟକ୍ଷ ପ୍ରଫେସର ଅମ୍ବିକା ପ୍ରସାଦ ମହାନ୍ତି, କିମ୍‍ସ ମେଡ଼ିକାଲ୍‍ ଅଧୀକ୍ଷକ ପ୍ରଫେସର ଆର.ସି.ଦାସ, କିମ୍‍ସ୍‍ ପରାମର୍ଶଦାତା ଡ଼ା.ଆର.ଏନ୍‍ ସାମନ୍ତ ଏବଂ ଡ଼ା.ପି.କେ

Read More »