Operation Sindoor

ଅପରାଧ

ଅପରେସନ ସିନ୍ଦୂର: ପ୍ରାଣ ହରାଇଛନ୍ତି ୫ ପ୍ରମୁଖ ଆତଙ୍କବାଦୀ

ମେ’ ୭ ଭୋର ୧.୩୦ରେ ଭାରତୀୟ ସେନା ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀରରେ ଅପରେସନ ସିନ୍ଦୂରକୁ କାର୍ଯ୍ୟକାରୀ କରିଥିଲା। ଏପ୍ରିଲ ୨୨ ପହଲଗାମ ନରସଂହାରର ବଦଲା ନେବାକୁ ଭାରତୀୟ ସେନା ୯ ଆତଙ୍କୀ ଆଡ୍ଡା ଉପରେ କରିଥିଲା ମିସାଇଲ ମାଡ଼। ଏଥିରେ ୫ ପ୍ରମୁଖ ପାକିସ୍ତାନୀ ଆତଙ୍କବାଦୀଙ୍କ ସମେତ ପ୍ରାୟ ୧୦୦ ଜଣଙ୍କ ମୃତ୍ୟୁ ହୋଇଥିଲା। ଏବେ ଭାରତର ଅପରେସନ ସିନ୍ଦୂରରେ ପ୍ରାଣ ହରାଇଥିବା ୫ ପ୍ରମୁଖ ଆତଙ୍କବାଦୀଙ୍କ ପରିଚୟ ମିଳିଛି। ସେମାନେ ହେଲେ ମୁଦାସର

Read More »
ତାଜା ଖବର

ଭାରତ ଓ ପାକିସ୍ତାନ ଯୁଦ୍ଧ ବିରତି

ଓ୍ବାସିଂଟନ : ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷର ଅବସାନ ପାଇଁ ଆଶା ସୃଷ୍ଟି ହୋଇଛି । ଆମେରିକାର ମଧ୍ୟସ୍ଥତାରେ ଏହି ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା ଦେଇଛନ୍ତି । ଏକ୍ସରେ ସେ ଲେଖଛନ୍ତି “ସାରା ରାତିର କଥାବାର୍ତ୍ତା ପରେ ଆମେରିକାର ମଧ୍ୟସ୍ଥତା ପରେ ଭାରତ ଓ ପାକିସ୍ତାନ ସଂପୂର୍ଣ୍ଣ ଓ ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି । ସାଧାରଣ ଜ୍ଞାନକୁ ପ୍ରୟୋଗ

Read More »