operation

ଦେଶ ବିଦେଶ

କିମ୍‍ସ ଡାକ୍ତରଙ୍କ ସଫଳତା

ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନସେସ (କିମସ) ଡାକ୍ତରମାନେ ବିନା ଓପନ ସର୍ଜରୀରେ ଅସ୍ତ୍ରୋପଚାର କରି ଜଣେ ଚାରି ବର୍ଷୀୟା ବାଳିକର ଫୁସଫୁସରେ ଅଟକି ରହିଥିବା ଏକ ଛୋଟ ଧାତବ ଏଲଇଡି ବଲ୍‍ବକୁ ସଫଳତାର ସହିତ ବାହାର କରି ତାଙ୍କୁ ନୂଆ ଜୀବନ ପ୍ରଦାନ କରିଛନ୍ତି। ଏହି ଜଟିଳ ଚିକିତ୍ସା ପ୍ରକ୍ରିୟାରେ କିମସ ଡାକ୍ତରମାନେ ସର୍ବନିମ୍ନ କ୍ଷତ ସୃଷ୍ଟି ହେଉଥିବା ଆଧୁନିକ ପ୍ରଯୁକ୍ତିର ବ୍ୟବହାର କରିଥିଲେ। ଏହା ଫଳରେ ଓପନ ସର୍ଜରୀର ଆବଶ୍ୟକତା ପଡ଼ିନଥିଲା। ଶିଶୁଟି

Read More »
ରାଜ୍ୟ

ସଫଳ ସ୍ତନ କର୍କଟ ଅସ୍ତ୍ରୋପଚାର

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ଗରିବ ଲୋକଙ୍କ ନିକଟରେ ଉନ୍ନତ ଚିକିତ୍ସା ସେବା ଯୋଗାଇ ଦେବା ଲକ୍ଷ୍ୟରେ କିମ୍‍ସର  ପ୍ରତିବଦ୍ଧତା ପ୍ରମାଣିତ ହୋଇଛି । କଟକ ଜିଲ୍ଲାର କଲାରାବାଙ୍କସ୍ଥିତ କିମସ ଗ୍ରାମାଞ୍ଚଳ ହସ୍‍ପିଟାଲର ଡାକ୍ତରମାନେ ଜଣେ ମହିଳାଙ୍କଠାରେ ସଫଳତାର ସହ ସ୍ତନ କର୍କଟ ଅସ୍ତ୍ରୋପଚାର କରିଛନ୍ତି । ୫୫ ବର୍ଷୀୟା ଏହି ରୋଗୀଙ୍କଠାରେ ସ୍ତନ କର୍କଟ ରୋଗ ଲକ୍ଷଣ ପ୍ରକାଶ ପାଇବାରୁ ତାଙ୍କୁ କଲରାବାଙ୍କ ରୁରାଲ୍‍ ହସ୍‍ପିଟାଲରେ ଡାକ୍ତରଙ୍କ ସହ ପରାମର୍ଶ କରାଯାଇ ସେଠାରେ ଭର୍ତ୍ତି କରାଯାଇଥିଲା। ଗତ ୨୫ ତାରିଖରେ

Read More »
ଦେଶ ବିଦେଶ

କିମ୍‍ସରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ମୁଣ୍ଡ ସବୁବେଳେ ତଳକୁ ନଇଁଲା ଭଳି ରହୁଥିଲା, ଉପରକୁ ଚାହିଁ ପାରୁ ନ ଥିଲେ, ଠିକ ଭାବେ ଖାଇ ପାରୁ ନ ଥିଲେ କି ଶୋଇ ପାରୁନଥିଲେ। ଏବେ କିମ୍‍ସ ତାଙ୍କୁ ଦେଇଛି ନୂଆ ଜୀବନ। ଚିକିତ୍ସା ମାନଚିତ୍ରରେ ସ୍ୱତନ୍ତ୍ର ପରିଚୟ ହାସଲ କରିଥିବା ଓଡ଼ିଶାର କିମସ ହସ୍ପିଟାଲର ଡାକ୍ତରଙ୍କ ଅକ୍ଳାନ୍ତ ପରିଶ୍ରମ ଫଳରେ ନୂଆ ଜୀବନ ପାଇଛନ୍ତି ତ୍ରିଶୁଳିଆ ଅଞ୍ଚଳର ସୁଜିତ ନାୟକ। ସୁଜିତଙ୍କଠାରେ ହୋଇଥିବା ବିରଳ ଓ ଜଟିଳ ମେରୁଦଣ୍ଡ ଅସ୍ତ୍ରୋପଚାର ସଫଳ ହୋଇଛି।

Read More »
ତାଜା ଖବର

କିମ୍‍ସରେ ବର୍ଷକ ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ (କିମସ)ରେ ଜଣେ ଏକ ବର୍ଷ ବୟସର ଶିଶୁଠାରେ ଜଟିଳ ଓ ବିରଳ ଅସ୍ତ୍ରୋପଚାର ସଫଳ ହୋଇଛି। ଶିଶୁଟିର ମୁଣ୍ଡର ଆକାର ଅସ୍ୱାଭାବିକ ରହିଥିବା ବେଳେ ଆଖି ଫୁଲିବା ଓ ବୃଦ୍ଧି ବିଳମ୍ବ ହେଉଥିଲା ଏପରି ଅବସ୍ଥାରେ ଶିଶୁଟିକୁ ପରିବାର ଲୋକେ କିମ୍‍ସ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ। ପରୀକ୍ଷା ପରେ ଶିଶୁଟି କ୍ରୁଜନ୍ ସିଣ୍ଡ୍ରୋମ୍‌ରେ ପୀଡିତ ଓ ଖପୁରୀ ଭିତରେ ବିପଜ୍ଜନକ ଭାବରେ ଉଚ୍ଚ ଚାପ ଥିବା

Read More »
ଦେଶ ବିଦେଶ

କିମ୍‍ସରେ ଅଢ଼େଇ ବର୍ଷ ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : କିମ୍‍ସର ୭ଟି ବିଭାଗର ୧୫ଜଣ ଡାକ୍ତର ଓ ବିଶେଷଜ୍ଞଙ୍କ ଅକ୍ଳାନ୍ତ ପରିଶ୍ରମ ଫଳରେ ନୂଆ ଜୀବନ ପାଇଛି ଜଣେ ୨ ବର୍ଷ ୭ ମାସ ବୟସର ଶିଶୁ କନ୍ୟା। ପ୍ରଥମ ଥର ପାଇଁ ଓଡ଼ିଶାର କିମ୍‍ସରେ ଏଭଳି ଏକ ଜଟିଳ ଯକୃତ ଅସ୍ତ୍ରୋପଚାର ଉଦାହରଣ ସୃଷ୍ଟି କରିଛି। ଶିଶୁର ଯକୃତରେ ହେପାଟୋବ୍ଲାଷ୍ଟୋମା ନାମକ ଏକ ବିରଳ ଟ୍ୟୁମର ହୋଇଥିଲା। ଏହା ଶିଶୁଟିର ଫୁସ୍‍ଫୁସ୍‍ ପର୍ଯ୍ୟନ୍ତ ବ୍ୟାପିଯାଇଥିଲା। ଶିଶୁଟି ପେଟରେ ମାସ ମାସ ଧରି ଯନ୍ତ୍ରଣା

Read More »
ରାଜ୍ୟ

କିମ୍‍ସରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କିମ୍‌ସର ଡାକ୍ତରମାନେ ଏକ ଅଭିନବ ପ୍ରଣାଳୀରେ ଜଣେ ରୋଗୀଙ୍କ ଫୁସ୍‌ଫୁସ୍‌ରୁ ଏକ ଟ୍ୟୁମର ବାହାର କରିବାରେ ସଫଳ ହୋଇଛନ୍ତି। ଜଣେ ୪୦ ବର୍ଷୀୟ ମହିଳାଙ୍କଠାରେ କାର୍ସିନଏଡ୍ ଟ୍ୟୁମର ଭଳି ଏକ ବିରଳ ପ୍ରକାରର ଫୁସଫୁସ ଟ୍ୟୁମର ଚିହ୍ନଟ ହେବା ପରେ ରୋଗୀ ଜଣକ ୨୦୨୩ ମସିହାରେ ରେଡିଏସନ୍ ଥେରାପି ନେଇଥିଲେ। ରୋଗୀ ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବା ସହ ତାଙ୍କୁ ନିରନ୍ତର କାଶ ହେଉଥିଲା। ତେବେ ମହିଳାଙ୍କ ଶ୍ୱାସନଳୀର ଅଧାରୁ ଅଧିକ

Read More »
ରାଜ୍ୟ

କିମ୍‍ସରେ ପ୍ରଥମ ଆଲୋଜେନିକ୍ ଅସ୍ଥି ମଜ୍ଜା ସଫଳ ପ୍ରତିରୋପଣ

ଭୁବନେଶ୍ୱର : କିମସରେ ହେମୋଫାଗୋସାଇଟିକ୍  ଲିମ୍ଫୋହିଷ୍ଟିଓସାଇଟୋସିସ୍‍ ରୋଗରେ ପୀଡ଼ିତ ଜଣେ ୧୭ ବର୍ଷୀୟା ରୋଗୀଙ୍କଠାରେ ଏକ ବିରଳ ଆଲୋଜେନିକ୍ ଅସ୍ଥି ମଜ୍ଜା ପ୍ରତିରୋପଣ ସଫଳତାର ସହ କରାଯାଇଛି। ଏହା ଏକ ବିରଳ ବଂଶାନୁକ୍ରମିକ ରକ୍ତ ଜନିତ ରୋଗ। ବହୁ ପରୀକ୍ଷା ପରେ କିମ୍‍ସର ବିଶେଷଜ୍ଞମାନେ ଏହା ଏକ ବଂଶାନୁକ୍ରମିକ ରକ୍ତ ଜନିତ ହେମୋଫାଗୋସାଇଟିକ୍ ଲିମ୍ଫୋହିଷ୍ଟିଓସାଇଟୋସିସ୍ ରୋଗ ବୋଲି ଜାଣି ପାରିଥିଲେ। ଏହାର ଉପଶମ ପାଇଁ ଅସ୍ଥି ମଜ୍ଜା ପ୍ରତିରୋପଣ ପାଇଁ ଡାକ୍ତରମାନେ ପରାମର୍ଶ ଦେଇଥିଲେ। ପରେ କିମ୍‍ସ ବିଷେଜ୍ଞମାନେ

Read More »