Live Odisha Tv

Organ Donation

ଜୀବନଚର୍ଯ୍ୟା

କିମ୍‍ସ ଜରିଆରେ ଅଙ୍ଗଦାନ କଲେ ମନୋଜ

ଭୁବନେଶ୍ୱର : ଅଙ୍ଗଦାନ କରି ମହାନ କାର୍ଯ୍ୟ କରିଛନ୍ତି ମନୋଜଙ୍କ ପରିବାର ଲୋକେ। ଫଳରେ ୩ଜଣଙ୍କ ଜୀବନ ବଞ୍ଚାଇ ମନୋଜ ସେମାନଙ୍କଠାରେ ସ୍ମୃତି ହୋଇ ରହିବେ। ୪ ଦିନ ତଳେ ପଟିଆ ଅଞ୍ଚଳରେ ମର୍ମନ୍ତୁଦ ବାଇକ୍‍ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ କେନ୍ଦ୍ରାପଡ଼ା ଜିଲ୍ଲା ଅରିପଦା ଅଞ୍ଚଳର ୨୩ ବର୍ଷ ବୟସ୍କ ମନୋଜ ସାହୁ। ସଙ୍କଟାପନ୍ନ ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ କିମ୍‍ସକୁ ନେଇ ଆସିଥିଲେ। ପରେ ମନୋଜଙ୍କ ବାପା କୈଳାସ ଓ ଅନ୍ୟ ପରିବାର ଲୋକେ ମଧ୍ୟ

Read More »