Live Odisha Tv

Para Olympics

କ୍ରୀଡା

ପାରା ଅଲିମ୍ପିଆନ ପ୍ରମୋଦ ଭଗତ ସସ୍‌ପେଣ୍ଡ

ପ୍ୟାରିସ ପାରା ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଲାଗିଲା ଶକ୍ତ ଧକ୍କା। ଡୋପ୍ ଟେଷ୍ଟରେ ଧରା ପଡ଼ି ୧୮ ମାସ ପାଇଁ ସସ୍‌ପେଣ୍ଡ ହେଲେ ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ। ଅନ୍ତର୍ଜାତୀୟ ପାରା ଅଲିମ୍ପିଆନ୍ ତଥା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କୁ ୧୮ ମାସ ପାଇଁ ସସପେଣ୍ଡ କରିଛି ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ। ଡୋପିଂ ନିରୋଧୀ ନିୟମ ଉଲ୍ଲଂଘନ ଅଭିଯୋଗରେ ତାଙ୍କୁ ସସପେଣ୍ଡ କରାଯାଇଛି। ଫଳରେ ଚଳିତବର୍ଷ ପ୍ୟାରିସ୍ ପାରା ଅଲିମ୍ପିକ୍ସରେ ଆଉ ଭାଗ ନେଇପାରିବେନି ପ୍ରମୋଦ ଭଗତ।

Read More »