
୩୧ରୁ ସଂସଦର ବଜେଟ ଅଧିବେଶନ ଆରମ୍ଭ
ନୂଆଦିଲ୍ଲୀ:ଆସନ୍ତା ୩୧ରୁ ସଂସଦରେ ଆରମ୍ଭ ହେବ ବଜେଟ ଅଧିବେଶନ। କେନ୍ଦ୍ର ସରକାରଙ୍କ ତୃତୀୟ କାର୍ଯ୍ୟକାଳର ଦ୍ବିତୀୟ ସମ୍ପୂର୍ଣ୍ଣ ବଜେଟ ହେବ। ପ୍ରଥମ ଦିନରେ ଲୋକ ସଭା ଓ ରାଜ୍ୟ ସଭାର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହାପରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ। ଏହାର ଦିନକ ପରେ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମଥର ପାଇଁ ବଜେଟ ଉପସ୍ଥାପନ କରିବେ। ଦ୍ୱିତୀୟ ସମ୍ପୂର୍ଣ୍ଣ ବଜେଟ ଆଗତ ପରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ