ଅରୁଣ ଷଡ଼ଙ୍ଗୀ ହେବେ ରାଜ୍ୟ ପୁଲିସ ଡିଜି
ରାଜ୍ୟ ଜେଲ୍ ବିଭାଗ ଡିଜି ୧୯୮୯ ବ୍ୟାଚ୍ ଆଇପିଏସ୍ ଅମ୍ରିତ ମୋହନ ପ୍ରସାଦଙ୍କୁ ସିଆରପିଏଫ ସ୍ପେଶାଲ ଡିଜି ଭାବେ ନିଯୁକ୍ତି ମିଳିଛି। ଏପଟେ ରାଜ୍ୟ ସରକାର ୧୯୯୦ ବ୍ୟାଚ୍ ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ସ୍ଥାୟୀ ପୁଲିସ ଡିଜି(ପୁଲିସ ଫୋର୍ସ ମୁଖ୍ୟ) କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶ୍ରୀ ଷଡ଼ଙ୍ଗୀ ଏବେ ଅତିରିକ୍ତ ଭାବେ ରାଜ୍ୟ ପୁଲିସ ଡିଜି ଦାୟିତ୍ୱ ତୁଲାଉଛନ୍ତି। କେନ୍ଦ୍ର ସରକାରଙ୍କ ରୋଷର ଶିକାର ହୋଇ ଓଡ଼ିଶା ଫେରୁଥିବା ୧୯୯୦ ବ୍ୟାଚ୍ ଆଇପିଏସ୍ ଯୋଗେଶ ବାହାଦୂର