Live Odisha Tv

politics

ତାଜା ଖବର

ବିଜେଡିରେ ବଢ଼ୁଛି ଫାଟ, ୨୭ରେ ଜରୁରୀ ବୈଠକ

ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ଦଳରେ ବଢ଼ୁଥିବା ତୀବ୍ର ଗୋଷ୍ଠୀକନ୍ଦଳ ଓ ବୟାନବାଜି ଉପରେ ଲଗାମ ଦେବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆସନ୍ତା ୨୭ତାରିଖରେ ଶଙ୍ଖଭବନରେ ଏକ ଜରୁରୀ ବୈଠକ ଡାକିଛନ୍ତି । ଦଳର ୧୫ଜଣିଆ ସମନ୍ୱୟ କମିଟି ସଦସ୍ୟମାନଙ୍କ ସମେତ ଆଉ ୩ଟି ନୂଆ କମିଟିର ୬୦ଜଣିଆ ସଦସ୍ୟ ଓ ସମସ୍ତ ସାଂଗଠନିକ ଜିଲ୍ଲା ସଭାପତିମାନଙ୍କୁ ଏହି ବୈଠକରେ ସାମିଲ ହେବା ପାଇଁ ଦଳ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ଅକ୍ଟୋବର

Read More »
ଦେଶ ବିଦେଶ

ଫିଲ୍ମରୁ ସନ୍ୟାସ ନେବେ ସୁପରଷ୍ଟାର ଥାଲାପତି ବିଜୟ

ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଥାଲାପତି ବିଜୟ ଆଉ ଫିଲ୍ମରେ ଦେଖାଯିବେ ନାହିଁ। ଅଭିନେତା ଫିଲ୍ମରୁ ସନ୍ୟାସ ନେବାକୁ ମନସ୍ଥ କରିଛନ୍ତି। ନିଜ ପ୍ରଡକ୍ସନ୍ ହାଉସ୍ ଦ୍ବାରା ଏକ ଭିଡ଼ିଓ ରିଲିଜ୍ କରି ସେ ଏହା ଘୋଷଣା କରିଛନ୍ତି। ଏହି ଭିଡ଼ିଓରେ, ଥାଲାପତିଙ୍କ ଚଳଚ୍ଚିତ୍ର ଯାତ୍ରାର ଝଲକ ଦେଖାଯାଇଛି। ଯାହା ଦେଖିବା ପରେ ପ୍ରଶଂସକମାନେ ଅତ୍ୟନ୍ତ ଭାବପ୍ରବଣ ହୋଇ ଯାଇଛନ୍ତି। କିଛି ଲୋକ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି ଯେ ଯେତେବେଳେ ଥାଲାପତିଙ୍କର ପ୍ରତ୍ୟେକ ଚଳଚ୍ଚିତ୍ର ସୁପରହିଟ୍ ଏବଂ ବ୍ଲକବଷ୍ଟର

Read More »
ତାଜା ଖବର

ବରୀରେ ଭୁଷୁଡୁଛି ବିଜେଡ଼ିର ଦୁର୍ଗ

ବିଜେଡି ମଙ୍ଗୁଆଳଙ୍କ ଜିଲ୍ଲା ଯାଜପୁରରେ ବିଜେଡି ସ୍ଥିତି ଏବେ ଗଡ଼ବଡ଼। ଗତ ସାଧାରଣ ନିର୍ବାଚନରେ ବିଜେଡି ଏଠାରେ ୪ଟି ବିଧାନସଭା ଆସନରେ ପରାଜୟ ଲଭିବା ପରେ ବିଜେପି ଶକ୍ତିବୃଦ୍ଧି ଆରମ୍ଭ କରିଛି। ତୃଣମୂଳସ୍ତରରୁ ସଂଗଠନ ହାତମୁଠାକୁ ନେବାକୁ ରଣନୀତି ପ୍ରସ୍ତୁତ କରିଛି। ଧର୍ମଶାଳା ବ୍ଲକ୍‌ର ଏକାଧିକ ସମିତିସଭ୍ୟ, ସରପଞ୍ଚ ବିଜେଡି ଛାଡ଼ି ବିଜେପି ହାତ ଧରିବାର ଦିନ କେଇଟା ପରେ ବିଜେଡି ବିଧାୟକ ଜିତିଥିବା ବରୀ ବ୍ଲକ୍‌ରେ ସମାନ ସ୍ଥିତି ଉପୁଜିଛି। ବରୀ ବ୍ଲକ୍‌ ଅଧ୍ୟକ୍ଷ ଅଶୋକ

Read More »
ତାଜା ଖବର

କାର୍ଯ୍ୟକାଳ ସରିବା ପୂର୍ବରୁ ମମତାଙ୍କ ଇସ୍ତଫା

ଭୁବନେଶ୍ବର : ବିଜେଡି ସମର୍ଥନରେ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିବା ମମତା ମହନ୍ତ ଆଜି ସାଂସଦ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟସଭା ଅଧ୍ୟକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହୋଇନଥିବା ବେଳେ ଅଧାରୁ ଇସ୍ତଫା ଦେଇଥିବାରୁ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସେପଟେ ମମତାଙ୍କ ପରବର୍ତ୍ତି ପଦକ୍ଷେପ କ’ଣ ରହିବ ତାକୁ ନେଇ ଉତ୍କଣ୍ଠା ବଢୁଛି। ୨୦୧୧ରେ ରାଜନୀତିରେ ପାଦ ଥାପିଥିବା ମମତା ୨୦୧୨ରେ ବିଶୋଇ ବ୍ଲକ୍‌ର ୩୪

Read More »
ତାଜା ଖବର

ଆଜି ସଂସଦର ମୌସୁମୀ ଅଧିବେଶନ ଆରମ୍ଭ

ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିବେ। ଏହାର ଗୋଟିଏ ଦିନ ପୂର୍ବରୁ ଆଜି ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଯିବ। ଏହି ଅବସରରେ ବିରୋଧୀ ଦଳ ବିଭିନ୍ନ ପ୍ରସଙ୍ଗକୁ ଆଧାର କରି ସରକାରଙ୍କୁ ଟାର୍ଗେଟ କରିବେ। ଏଥି ପାଇଁ ବିରୋଧୀ ଦଳର ନେତାମାନେ ରଣନୀତି ପ୍ରସ୍ତୁତ କରିସାରିଛନ୍ତି। ଅନ୍ୟପଟରେ ମୌସୁମୀ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା, କଂଗ୍ରେସ

Read More »
ଦେଶ ବିଦେଶ

କେପି ଶର୍ମା ଓଲି ନେପାଳର ପ୍ରଧାନମନ୍ତ୍ରୀ

ଭାରତର ପଡ଼ୋଶୀ ଦେଶ ନେପାଳରେ ଜାରି ରହିଛି ରାଜନୀତିକ ହଲଚଲ। ଆସ୍ଥା ଭୋଟରେ ହାରି ଯାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ଦହଲ ଓରଫ ପ୍ରଚଣ୍ଡ। ନେପାଳ ସଂସଦରେ ହୋଇଥିବା ଆସ୍ଥା ଭୋଟରେ ସେ ପରାସ୍ତ ହୋଇଥିବାରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ୬୯ ବର୍ଷୀୟ ପ୍ରଚଣ୍ଡ ନେପାଳର କମ୍ୟୁନିଷ୍ଟ ପାର୍ଟିର ନେତା। ସେ Communist Party of Nepal-Unified Marxist Leninist (CPN-UML)ର ସମର୍ଥନରେ ସରକାର ଗଠନ କରିଥିଲେ। ହେଲେ କିଛି ଦିନ ତଳେ CPN-UML ପ୍ରଚଣ୍ଡଙ୍କ

Read More »
ବ୍ୟକ୍ତିତ୍ଵ

ଅଚ୍ୟୁତ ସାମନ୍ତଙ୍କ ସ୍ଥାବର ସମ୍ପତ୍ତି ମୂଲ୍ୟ ୧ଲକ୍ଷ ୨୮ ହଜାର ଟଙ୍କା

ଭୁବନେଶ୍ୱର: କନ୍ଧମାଳ ଲୋକସଭା ନିର୍ବାଚନମଣ୍ଡଳୀରୁ ସାଂସଦ ପ୍ରାର୍ଥୀ ଭାବେ ବିଜୁ ଜନତା ଦଳ ପକ୍ଷରୁ ନିର୍ବାଚନ ଲଢ଼ୁଥିବା ଅଚ୍ୟୁତ ସାମନ୍ତ ମେ ୨ ତାରିଖରେ ନାମାଙ୍କନ ଦାଖଲ କରିଛନ୍ତି । ଏଥିରେ ସେ ଦେଇଥିବା ସତ୍ୟପାଠରେ ତାଙ୍କ ନାମରେ ୧୦ଲକ୍ଷ ଟଙ୍କା ରହିଥିବା ବେଳେ ତାଙ୍କ ପାଖରେ ନଗଦ ୨୦ ହଜାର ୫ଶହ ଟଙ୍କା ରହିଥିବା ଦର୍ଶାଇଛନ୍ତି । ସାଂସଦ ଭାବେ ମିଳିଥିବା ବେତନରୁ ଏହି ୧୦ ଲକ୍ଷ ଟଙ୍କା ରହିଛି । ପୈତୃକ ସମ୍ପତ୍ତିରୁ ସାତ

Read More »