Puri Srimandir

ତାଜା ଖବର

ନବବର୍ଷ ପାଇଁ ପୁରୀରେ ସୁରକ୍ଷା କଡାକଡି 

ଇଂରାଜୀ ନବବର୍ଷ ପାଇଁ ଆଉ ଦିନ କେଇଟା ବାକି ରହିଥିବା ବେଳେ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି ପୋଲିସ। ନୂଆ ବର୍ଷରେ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଶ୍ରୀକ୍ଷେତ୍ରରେ ଦେଖିବାକୁ ମିଳିଥାଏ । ଏଥର ମଧ୍ୟ ଭକ୍ତଙ୍କ ସଂଖ୍ୟା ବଢିପାରେ ବୋଲି ଆକଳନ କରାଯାଉଛି । ସେଥିପାଇଁ ସମସ୍ତ ଦିଗରୁ ପ୍ରସ୍ତୁତି କରିଛି ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନ । ଯେଉଁଥିପାଇଁ ଆଜି ପୁରୀ ଜିଲ୍ଲାର ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସମୀକ୍ଷା ବୈଠକ କରିଥିଲେ

Read More »