Live Odisha Tv

rain

ତାଜା ଖବର

୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା

ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହା ପରବର୍ତ୍ତୀ ସମୟରେ ଘନୀଭୂତ

Read More »
ତାଜା ଖବର

ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ବର: ଗତକାଲିର ଅବପାତ ଆଜି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂରେ ରହିଛି। ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୨୦ କିଲୋମିଟର ବେଗରେ ଗତି କରୁଛି ଅବପାତ। ଏହା ବିଶାଖାପାଟଣା ଠାରୁ ୧୫୦ କିମି ଏବଂ ମାଲକାନଗିରି ଠାରୁ ୭୦ କିମି ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ପରେ ଦୁର୍ବଳ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେବ। ପ୍ରଭାବରେ

Read More »
ତାଜା ଖବର

ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ

Read More »