rain

ତାଜା ଖବର

୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା

ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି କ୍ରମଶଃ ଘନୀଭୂତ ହୋଇ ଆଜି ଆବପାତର ରୂପ ନେଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହା ପରବର୍ତ୍ତୀ ସମୟରେ ଘନୀଭୂତ

Read More »