Live Odisha Tv

rama chandra kadam

ତାଜା ଖବର

ରାମଚନ୍ଦ୍ର କାଡ଼ାମ କଂଗ୍ରେସ ବିଧାୟକ ଦଳ ନେତା

ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ବିଧାନସଭାର ବଜେଟ୍ ଅଧିବେଶନ ପୂର୍ବରୁ ପଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କୁ କଂଗ୍ରେସ ବିଧାୟକ ଦଳ ନେତା ନିଯୁକ୍ତ କରାଯାଇଛି । କୋରାପୁଟ ଜିଲ୍ଲାର ବରିଷ୍ଠ ଆଦିବାସୀ କଂଗ୍ରେସ ନେତା ରାମଚନ୍ଦ୍ର କାଡ଼ାମଙ୍କୁ ବିଧାୟକ ଦଳ ନେତା ଭାବେ ଚୟନ କରିଛି ଅଖିଳ ଭାରତୀୟ କଂଗ୍ରେସ କମିଟି ।  ରାମଚନ୍ଦ୍ର କାଡ଼ାମ ୩ଥର ବିଧାୟକ ହୋଇଛନ୍ତି । ସେହିପରି ଅଶୋକ ଦାସ ବିଧାୟକ ଦଳର ଉପନେତା ଓ ବିଧାୟକ ସିଏସ ରାଜନ ଏକ୍କାଙ୍କୁ

Read More »