religion

  • |

    ବଡଦାଣ୍ଡରୁ ଗଡିଲା ତିନି ରଥ

    ପୁରୀ : ଗତକାଲି ବଡଦାଣ୍ଡରେ ଅଟକି ରହିଥିବା ୩ ରଥ ଆଜି ସକାଳୁ ଜନ୍ମବେଦୀ ମୁହାଁ ହୋଇଛନ୍ତି। ଲକ୍ଷଲକ୍ଷ ଭକ୍ତଙ୍କ ଉପସ୍ଥିତିରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ି ଚାଲିଛି ରଥ। ଆଗେ ଆଗେ ଯାଉଛନ୍ତି ବଡ଼ ଭାଇ ବଳଭଦ୍ର। ପଛେପଛେ ଆସୁଛି ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ। ଶେଷରେ ନନ୍ଦିଘୋଷ ରଥରେ ଆସୁଛନ୍ତି କାଳିଆ ସାଆନ୍ତ। ରଥରେ ୩ ଠାକୁରଙ୍କୁ ପାଇ ଭାବବିହ୍ୱଳ ହୋଇପଡ଼ିଛନ୍ତି ଭକ୍ତ। ଘଣ୍ଟଘଣ୍ଟା, ବାଦ୍ୟରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ୩ ରଥକୁ ବେଶ…

  • ଶ୍ରୀବାଣୀକ୍ଷେତ୍ରରେ ଘୋଷଯାତ୍ରା

    ଭୁବନେଶ୍ୱର : ପ୍ରତିବର୍ଷ ପରି କିସ୍ ଶ୍ରୀବାଣୀ କ୍ଷେତ୍ରରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ମହାସମାରୋହରେ ସଂପନ୍ନ ହୋଇଯାଇଛି। ଆଜି ପୂର୍ବାହ୍ନରେ ମଙ୍ଗଳ ଆରତି, ମଇଲମ, ତଡ଼ପଲାଗି, ରୋଷ ହୋମ, ଅବକାଶ, ସୂର୍ଯ୍ୟପୂଜା ଓ ରଥ ପ୍ରତିଷ୍ଠା ଆଦି ନୀତିକାନ୍ତି ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁସାରେ ସଂପନ୍ନ ହେବା ପରେ କିଟ୍‍ ମନ୍ଦିର ଟ୍ରଷ୍ଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ଅପରାହ୍ନ ୪ଟାରେ ଛେରା ପହଁରା ନୀତି ସଂପନ୍ନ ହୋଇଥିଲା। ଅପରାହ୍ନ ୪ଟା ୩୦ମିନିଟ୍‍ରେ ଭକ୍ତମାନେ ପ୍ରଭୁ ବଳଭଦ୍ର,…