Sambalpur

ଅପରାଧ

ଛାତ୍ରୀ ନିର୍ଯ୍ୟାତନା ମାମଲାରେ ସହକାରୀ ଅଧ୍ୟାପକ ନିଲମ୍ବିତ

ସମ୍ବଲପୁର: ଛାତ୍ରୀଙ୍କୁ ନିର୍ଯ୍ୟାତନା ଦେବା ମାମଲାରେ ଗିରଫ ହୋଇଥିବା ସମ୍ବଲପୁର ଗଙ୍ଗାଧର ମେହର ବିଶ୍ଵବିଦ୍ୟାଳୟ ଅଧ୍ୟାପକଙ୍କ ବିରୋଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଭାରାପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ସହକାରୀ ଅଧ୍ୟାପକ ଗୋପିକାନ୍ତ ସୁନାଙ୍କୁ ନିଲମ୍ବିତ କରିଛନ୍ତି । ଏହି ସମୟରେ ସେ ମୁଖ୍ୟ କାର୍ଯ୍ୟାଳୟ ଛାଡ଼ି ଯାଇପାରିବେ ନାହିଁ ବୋଲି ନିର୍ଦ୍ଦେଶ ରହିଛି । ଅନ୍ୟପକ୍ଷରେ କୂଳପତି କହିଛନ୍ତି ଯେ ଏ ସମ୍ପର୍କରେ ଛାତ୍ରୀ ଜଣକ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି

Read More »
ତାଜା ଖବର

ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୪୨.୭ ଡିଗ୍ରି

ଭୁବନେଶ୍ବର: ରାଜ୍ୟରେ ଆଜି ରେକର୍ଡ ତାପମାତ୍ରା ଅନୁଭୂତ ହୋଇଛି। ସମ୍ବଲପୁରରେ ୪୨.୭ ଡିଗ୍ରି ପାରା ଚଢ଼ିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ହୀରାକୁଦରେ ଆଜି ତାପମାତ୍ରା ୪୧.୭ ଡିଗ୍ରି, ଝାରସୁଗୁଡ଼ାରେ ୪୧.୬ ଡିଗ୍ରି, ଭୁବନେଶ୍ୱରରେ ୪୦.୨ ଡିଗ୍ରି, ବାଲେଶ୍ୱରରେ ୩୯.୭ ଡିଗ୍ରି, ରାଉରକେଲାରେ ୩୯.୬ ଡିଗ୍ରି ଓ ଚାନ୍ଦବାଲିରେ ୩୯.୪ ଡିଗ୍ରି ରେକର୍ଡ ହୋଇଛି। ଆଜି ରାଜଧାନୀ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୦.୨ ଡିଗ୍ରି

Read More »