
ତାଜା ଖବର
ଅଗଷ୍ଟ ୨୨ରେ ଦେଶରେ କଂଗ୍ରେସ କରିବ ଆନ୍ଦୋଳନ
ଆସନ୍ତା ଅଗଷ୍ଟ ୨୨ରେ ସମଗ୍ର ଦେଶରେ ଆନ୍ଦୋଳନ କରିବ କଂଗ୍ରେସ। ହିଣ୍ଡେନବର୍ଗ ରିପୋର୍ଟରେ ସେବି ମୁଖ୍ୟ ଓ ଆଦିନୀ ଗ୍ରୁପ ମଧ୍ୟରେ ମଧୁଛନ୍ଦ୍ରିକା ଥିବା କଥା ଦାବି କରାଯିବା ପରେ କଂଗ୍ରେସ ଏପରି ବିଶାଳ ଆନ୍ଦୋଳନର ଡାକରା ଦେଇଛି।ହିଣ୍ଡେନବର୍ଗ ପକ୍ଷରୁ ସେବି ମୁଖ୍ୟ ମାଧବୀ ବୁଚ୍ଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଅଣାଯାଇଛି। ତେଣୁ ତାଙ୍କୁ ସରକାର ସେବି ମୁଖ୍ୟ ପଦରୁ ହଟାନ୍ତୁ ବୋଲି କଂଗ୍ରେସ ଦାବି କରିଛି। ପୂର୍ବରୁ କଂଗ୍ରେସ ସେବି ମୁଖ୍ୟ ଓ ଆଦାନି ଗ୍ରୁପ ମଧ୍ୟରେ