Live Odisha Tv

student

ଦେଶ ବିଦେଶ

ପ୍ରକୃତିଙ୍କ ନାମରେ ମେଧାବୃତ୍ତି ଘୋଷଣା

ଭୁବନେଶ୍ୱର : କିଟ୍‍ ଛାତ୍ରୀ ପ୍ରକୃତିଙ୍କ ମୃତଦେହ ତାଙ୍କ ବାପା ଓ ମାମୁଙ୍କୁ ହସ୍ତାନ୍ତର ପ୍ରକ୍ରିୟା କାର୍ଯ୍ୟ ଶେଷ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କ ସହ ସାକ୍ଷାତ କରିଥିଲେ। ପ୍ରକୃତିଙ୍କ ଅକାଳ ମୃତ୍ୟୁରେ ଶ୍ରୀ ସାମନ୍ତ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କୁ ସାନ୍ତ୍ୱନା ଦେଇଥିଲେ। ଏହି ଅବସରରେ ପ୍ରକୃତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ନାମରେ ଏକ ମେଧାବୃତ୍ତି ପ୍ରଦାନ କରାଯିବ ବୋଲି ଶ୍ରୀ ସାମନ୍ତ ଘୋଷଣା କରିଥିଲେ

Read More »
ଦେଶ ବିଦେଶ

ଦଶମ ଓ ଦ୍ଵାଦଶରେ କିସରୁ ରେକର୍ଡ ସଂଖ୍ୟକ ପରୀକ୍ଷାର୍ଥୀ

ଭୁବନେଶ୍ୱର : ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷାରେ କିସ୍‍ ରୁ ରେକର୍ଡ଼ ସଂଖ୍ୟକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । କିସର୍‍ ୨୦୦୦ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୧୯୦୦ ଛାତ୍ରଛାତ୍ରୀ +୨ ପରୀକ୍ଷା ଦେବେ । ଉଭୟ ଦଶମ ଓ +୨ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରୁ ୬୦% ହେଉଛନ୍ତି ଛାତ୍ରୀ ।

Read More »
ତାଜା ଖବର

ପୁଣି ଥରେ ହେବ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ ନୂତନ ସରକାର ଆସିବା ପରଠାରୁ ଅନେକ କିଛି ପରିବର୍ତ୍ତନ ହୋଇଛି । କାହିଁ କେବେଠାରୁ ଚାଲି ଆସୁଥିବା ସମସ୍ତ ପରମ୍ପରାକୁ ଗତ ସରକାର ବନ୍ଦ କରିଥିବା ବେଳେ ବିଜେପି ସରକାର ପୁନଃ କାର୍ଯ୍ୟକ୍ଷମ କରିଛି । ଶ୍ରୀମନ୍ଦିର ଚାରି ଦ୍ୱାର ଫିଟାଠାରୁ ଆରମ୍ଭ କରି ରତ୍ନ ଭଣ୍ଡାର ଖୋଲିବା ଯାଏଁ ବଡ଼ ବଡ଼ ନିଷ୍ପତି ନେଇଛନ୍ତି ମୋହନ ମାଝୀ ସରକାର । ଏହାରି ମଧ୍ୟରେ ରାଜ୍ୟରେ ଗଲା ୭ ବର୍ଷ ହେବ ବନ୍ଦ ରହିଥିବା

Read More »
ଦେଶ ବିଦେଶ

ପାଠ ପଢାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଶିକ୍ଷୟତ୍ରୀ ସାଜି ବିଦ୍ୟାଳୟରେ ପିଲାଙ୍କୁ ପାଠ ପଢାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ଏକ ନୂଆ ରୂପରେ ଆମ ପ୍ରିୟ ରାଷ୍ଟ୍ରପତିଙ୍କୁ ଦେଖି ପିଲାମାନେ ମଧ୍ୟ ବେଶ ଖୁସି ହୋଇଯାଇଥିଲେ । ଗୁରୁବାର ରାଷ୍ଟ୍ରପତି ଭବନ ନିକଟରେ ଥିବା ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟକୁ ଯାଇ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ରାଷ୍ଟ୍ରପତି ପାଠ ପଢ଼ାଇଛନ୍ତି। ପ୍ରଥମେ ଶ୍ରେଣୀକୁ ଯାଇ ପିଲାମାନଙ୍କୁ କହିଥିଲେ ଏବେର ପିଲାମାନେ ବହୁତ

Read More »
ରାଜ୍ୟ

କିସ୍‍ର ସୁରକ୍ଷା ପାଇଁ ବାହାରିଲେ ଜନଜାତି

ଭୁବନେଶ୍ୱର : କିସ୍‍କୁ ଲଗାତାର ବଦନାମ କରାଯାଉଥିବାରୁ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଏବେ ଭୟଭୀତ । ଗ୍ରୀଷ୍ମ ଛୁଟି ପରେ ସ୍କୁଲ୍‍ ଖୋଲିବା ପୂର୍ବରୁ କିସ୍‍ର ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ମଧ୍ୟରେ ଭୟ ଓ ଆତଙ୍କ ଖେଳିଯାଇଛି । ଏଥିପାଇଁ କିସ୍‍ର ୪୦ ହଜାର ଛାତ୍ରଛାତ୍ରୀଙ୍କ ଅଭିଭାବକଙ୍କ ୫ଶହ ପ୍ରତିନିଧି ଓ ଜନଜାତି ନେତା ଆଜି କିସ୍‍ରେ ପହଞ୍ଚି କିସ୍‍ର ସୁରକ୍ଷା ନେଇ ବ୍ୟାପକ ଆଲୋଚନା କରିଥିଲେ । କୌଣସି କାରଣ ନଥାଇ କିସ୍‍ ଉପରେ ନିୟମିତ

Read More »
ଶିକ୍ଷା

ଯୁକ୍ତ ୨ରେ କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର : ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଏଥିରେ କିସ୍‍ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ରାଜ୍ୟରେ କଳା, ବିଜ୍ଞାନ ଓ ବାଣିଜ୍ୟରେ ପାସ ହାର ଯଥାକ୍ରମେ ୮୦.୯୫, ୮୬.୯୩ ଓ ୮୨.୨୭ ଥିବା ବେଳେ କିସ୍‍ର ପାସ ହାର ଶତ ପ୍ରତିଶତ ରହିଛି। କିସ୍‌ରେ ୧୮୮୫ ଛାତ୍ରଛାତ୍ରୀ +୨ ପରୀକ୍ଷା ଦେଇଥିଲେ। ଚଳିତବର୍ଷ ମଧ୍ୟ କିସ୍‌ର ଛାତ୍ରୀମାନେ ଛାତ୍ରଙ୍କ ଅପେକ୍ଷା ଭଲ

Read More »
ଶିକ୍ଷା

ମାଟ୍ରିକ୍‍ ପରୀକ୍ଷାରେ ଲଗାତର ୧୭ବର୍ଷ ଧରି କିସ୍‍ର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ସମଗ୍ର ଓଡ଼ିଶାରେ ପାସ୍‍ ହାର ୯୬.୭% ରହିଥିବା ବେଳେ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସେସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି। କିସ୍ ଆରମ୍ଭରୁ ଲଗାତର ୧୭ବର୍ଷ ଧରି ଏହାର ଛାତ୍ରଛାତ୍ରୀମାନେ ମାଟ୍ରିକ୍ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଆସୁଛନ୍ତି। ଚଳିତ ବର୍ଷ ସ୍କୁଲ୍‍ର ମୋଟ ୨୦୦୮ ଛାତ୍ରଛାତ୍ରୀ ମାଟ୍ରିକ୍‍ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ

Read More »
ଶିକ୍ଷା

ପ୍ରଫେସର ଶରଣଜିତ୍ ସିଂହ କିଟ୍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି

ଭୁବନେଶ୍ୱର : କିଟ୍‍ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ଶରଣଜିତ ସିଂହ ଦାୟିତ୍ୱ ଗ୍ରହଣ କରିଛନ୍ତି। କୁଳପତି ଚୟନ ନିମନ୍ତେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କୁଳପତି ଚୟନ ପାଇଁ ବିଭିନ୍ନ ପ୍ରକ୍ରିୟା ଅନୁସରଣ ସହ ପୁଙ୍ଖାନୁପୁଙ୍ଖ ଯାଞ୍ଚ କରାଯାଇଥିଲା। ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରଫେସର ସିଂହଙ୍କ ନାମ କୁଳାଧିପତି ଅଶୋକ ପରିଜାଙ୍କ ନିକଟକୁ ପଠାଯାଇଥିଲା। ଶିକ୍ଷାଦାନ ଓ ପ୍ରଶାସନିକ ଅଭିଜ୍ଞତା ସମେତ ଅନ୍ୟାନ୍ୟ ଦିଗକୁ ବିଚାରକୁ ନେଇ କୁଳାଧିପତି ଶ୍ରୀ ପରିଜା ପ୍ରଫେସର ସିଂହଙ୍କୁ

Read More »
ଶିକ୍ଷା

ଟାଇମ୍‍ସ ହାୟର ଏଜୁକେସନ୍‍ ୟଙ୍ଗ୍‍ ୟୁନିଭରସିଟି ର‌୍ୟାଙ୍କିଙ୍ଗ୍‍‍

ଭୁବନେଶ୍ୱର : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଟାଇମ୍‍ସ ହାୟର ଏଜୁକେସନ୍‍ ୟଙ୍ଗ୍‍ ୟୁନିଭରସିଟି ର‌୍ୟାଙ୍କିଙ୍ଗ୍‍ ପ୍ରକାଶ ପାଇଛି। ସମ୍ମାନଜନକ ଟାଇମ୍‍ସ ହାୟର ଏଜୁକେସନ୍‍ ୟଙ୍ଗ୍‍ ୟୁନିଭରସିଟି ର‌୍ୟାଙ୍କିଙ୍ଗ୍‍ ୨୦୨୪ରେ ସମଗ୍ର ବିଶ୍ୱରେ କିଟ୍‍ ବିଶ୍ୱବିଦ୍ୟାଳୟ ୧୬୮ ତମ ସ୍ଥାନରେ ରହିଥିବା ବେଳେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡିକ ମଧ୍ୟରେ ୧୧ତମ ସ୍ଥାନରେ ଅଛି। ସମଗ୍ର ଭାରତରୁ ୫୫ଟି ସରକାରୀ ଓ ଡିମ୍‍ଡ ବିଶ୍ୱବିଦ୍ୟାଳୟ ଏହି ର‌୍ୟାଙ୍କିରେ ସ୍ଥାନ ପାଇଛନ୍ତି। ସେଥିମଧ୍ୟରୁ କିଟ୍‍ ୧୧ତମ ସ୍ଥାନରେ ରହିବା ସହ ଭାରତରେ

Read More »
ଶିକ୍ଷା

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା

ଭୁବନେଶ୍ୱର : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‍ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଏଥିରେ ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ଉଭୟ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ସ୍କୁଲ୍‍ର ୪୫ ପ୍ରତିଶତ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଦଶମରେ ୨୫ ପ୍ରତିଶତ ଛାତ୍ରଛାତ୍ରୀ ୯୫%ରୁ

Read More »