କିଟ୍ ଓ କେପିଆଇଟି ଟେକ୍ନୋଲୋଜି ମଧ୍ୟରେ ବୁଝାମଣା
ଭୁବନେଶ୍ୱର : କୋ-ବ୍ରାଣ୍ଡେଡ୍ ଏମ୍-ଟେକ୍ ପ୍ରୋଗ୍ରାମ ଦିଗରେ ମିଳିତ ଭାବେ କାର୍ଯ୍ୟ କରିବା ନେଇ ଭାରତର ଅଟୋମୋଟିଭ୍ ସଫ୍ଟୱେର କ୍ଷେତ୍ରରେ ଅଗ୍ରଣୀ ଅନୁଷ୍ଠାନ କେପିଆଇଟି ଟେକ୍ନୋଲୋଜି ଲିମିଟେଡ୍ ଓ କିଟ୍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଯାଇଛି । ପରବର୍ତ୍ତୀ ପିଢ଼ିର ପ୍ରାଦ୍ୟୋଗିକି ବିଶେଷଜ୍ଞ ତିଆରି କରିବା ପାଇଁ ଅଟୋମୋଟିଭ୍ ଇଲେକ୍ଟ୍ରୋନିକ୍ସ ଓ ସଫ୍ଟୱେର ଦିଗରେ ଉଭୟ ଅନୁଷ୍ଠାନର ଏହା ଏକ ଅନନ୍ୟ ପ୍ରୟାସ । ଏହି ସହଯୋଗ ଯୋଗୁଁ କେପିଆଇଟିର ଅଟୋମୋଟିଭ ଟେକ୍ନୋଲୋଜିରେ ଶିଳ୍ପ-ଅଗ୍ରଣୀ…