Live Odisha Tv

Subhadra

ତାଜା ଖବର

‘ସୁଭଦ୍ରା’ ପଞ୍ଜୀକରଣ ୧ କୋଟି ଛୁଇଁଲା

ଅକ୍ଟୋବର ୭ ତାରିଖ ସୁଦ୍ଧା ରାଜ୍ୟର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଆସନ୍ତା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ। ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ

Read More »
ତାଜା ଖବର

ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ

ଆସନ୍ତା ଅଗଷ୍ଟ ୧୫ ତାରିଖରେ ଆସିବ ସୁଭଦ୍ରା ଯୋଜନା ଏସଓପି (SOP)। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଆଜି ସୂଚନା ଦେଇଛନ୍ତି। ଏଥିରେ କିଏ ପାଇବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ଏହାର ମୋଡାଲିଟି ଓ ଫର୍ମାଟ କଣ ରହିବ ସେ ବାବଦରେ ଜଣାପଡ଼ିବ । ତେଣୁ ମହିଳାଙ୍କୁ ଭ୍ରମିତ ନ ହେବାକୁ ଉପମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି । ସୂଚନା ଯୋଗ୍ୟ ସେପ୍ଟେମ୍ବର

Read More »