‘ସୁଭଦ୍ରା’ ପଞ୍ଜୀକରଣ ୧ କୋଟି ଛୁଇଁଲା
ଅକ୍ଟୋବର ୭ ତାରିଖ ସୁଦ୍ଧା ରାଜ୍ୟର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି। ଆସନ୍ତା ଅକ୍ଟୋବର ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବେ। ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତା ସଚଳ ଅଛି କି ନାହିଁ ତାହା ପରୀକ୍ଷା କରିବା ସହ ସ୍ଵଚ୍ଛତା ଅନୁଧ୍ୟାନ କରିବା ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ଯୋଗ୍ୟ ବିବେଚିତ