Live Odisha Tv

suicide

ଦେଶ ବିଦେଶ

ପ୍ରକୃତିଙ୍କ ନାମରେ ମେଧାବୃତ୍ତି ଘୋଷଣା

ଭୁବନେଶ୍ୱର : କିଟ୍‍ ଛାତ୍ରୀ ପ୍ରକୃତିଙ୍କ ମୃତଦେହ ତାଙ୍କ ବାପା ଓ ମାମୁଙ୍କୁ ହସ୍ତାନ୍ତର ପ୍ରକ୍ରିୟା କାର୍ଯ୍ୟ ଶେଷ ହେବା ପରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସେମାନଙ୍କ ସହ ସାକ୍ଷାତ କରିଥିଲେ। ପ୍ରକୃତିଙ୍କ ଅକାଳ ମୃତ୍ୟୁରେ ଶ୍ରୀ ସାମନ୍ତ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କୁ ସାନ୍ତ୍ୱନା ଦେଇଥିଲେ। ଏହି ଅବସରରେ ପ୍ରକୃତିଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ନାମରେ ଏକ ମେଧାବୃତ୍ତି ପ୍ରଦାନ କରାଯିବ ବୋଲି ଶ୍ରୀ ସାମନ୍ତ ଘୋଷଣା କରିଥିଲେ

Read More »
ଅପରାଧ

ପାରିବାରିକ କଳହରୁ ଜୀବନ ହାରିଲେ ସାମ୍ବାଦିକା

କାହିଁକି ଅଦିନରେ ଚାଲିଗଲା ସାମ୍ବାଦିକା ମଧୁମିତା ପରିଡାଙ୍କ ଜୀବନ ? ଏମିତି ଅନେକ ପ୍ରଶ୍ନ ଭିତରେ ମଧୁମିତାଙ୍କ ସ୍ୱାମୀ ଶ୍ରୀଧର ଜେନାଙ୍କୁ ଗିରଫ କରିଛି ପୋଲିସ । ଶ୍ରୀଧରଙ୍କ ବିରୋଧରେ ମୃତ ମଧୁସ୍ମିତାଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିବା ପରେ ଭୁବନେଶ୍ୱରର ଧଉଳି ଥାନା ପୋଲିସ ମଧୁଙ୍କ ସ୍ୱାମୀଙ୍କୁ ଗିରଫ କରିବା ସହ ଫୋନ ଜବତ କରିଛି । ଆହୁରି ମଧ୍ୟ ସୂଚନା ରହିଛି ଯେ ସ୍ୱୀମୀ ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ କଳହ ଥିଲା ।

Read More »