Surgery

ରାଜ୍ୟ

ଶିଶୁ ଶ୍ୱାସନଳୀରୁ ବାହାରିଲା ଏଲ୍‍ଇଡି ଉପାଦାନ

ଭୁବନେଶ୍ୱର : ଏଲ୍‍ଇଡ଼ି ଧାତବ ଖେଳନାରେ ଖେଳୁଥିଲା ୧୦ ମାସର ଶିଶୁ । ଭୁଲ ବଶତଃ ଅଜାଣତରେ ନାକରେ ପଶିଯାଇଥିଲା ଏହି ଧାତବ ପଦାର୍ଥ । ଫଳରେ ଶିଶୁଟିକୁ ଶ୍ୱାସକ୍ରିୟା ନେବାରେ ଗୁରୁତର ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା । ଏପରି ଜରୁରୀକାଳୀନ ପରିସ୍ଥିତିରେ ଶିଶୁକୁ କିମ୍‍ସରେ ଭର୍ତ୍ତି କରାଯାଇଥିଲା । ଏଲ୍‍ଇଡି ଧାତବ ଖେଳଣାଟି ତୀକ୍ଷ୍ଣ ଧାରଯୁକ୍ତ ହୋଇଥିବାରୁ ଆଭ୍ୟନ୍ତରିଣ ଆଘାତଜନିତ କ୍ଷତର ବିପଦ ସୃଷ୍ଟି କରିଥିଲା । କିମ୍‍ସରେ ପହଞ୍ଚିବା ପରେ ଡାକ୍ତରମାନେ ଶିଶୁଟିର

Read More »
ତାଜା ଖବର

କିମ୍‍ସରେ ବର୍ଷକ ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ (କିମସ)ରେ ଜଣେ ଏକ ବର୍ଷ ବୟସର ଶିଶୁଠାରେ ଜଟିଳ ଓ ବିରଳ ଅସ୍ତ୍ରୋପଚାର ସଫଳ ହୋଇଛି। ଶିଶୁଟିର ମୁଣ୍ଡର ଆକାର ଅସ୍ୱାଭାବିକ ରହିଥିବା ବେଳେ ଆଖି ଫୁଲିବା ଓ ବୃଦ୍ଧି ବିଳମ୍ବ ହେଉଥିଲା ଏପରି ଅବସ୍ଥାରେ ଶିଶୁଟିକୁ ପରିବାର ଲୋକେ କିମ୍‍ସ ଡାକ୍ତରଙ୍କ ସହ ପରାମର୍ଶ କରିଥିଲେ। ପରୀକ୍ଷା ପରେ ଶିଶୁଟି କ୍ରୁଜନ୍ ସିଣ୍ଡ୍ରୋମ୍‌ରେ ପୀଡିତ ଓ ଖପୁରୀ ଭିତରେ ବିପଜ୍ଜନକ ଭାବରେ ଉଚ୍ଚ ଚାପ ଥିବା

Read More »
ଦେଶ ବିଦେଶ

କିମ୍‍ସରେ ଅଢ଼େଇ ବର୍ଷ ଶିଶୁର ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର : କିମ୍‍ସର ୭ଟି ବିଭାଗର ୧୫ଜଣ ଡାକ୍ତର ଓ ବିଶେଷଜ୍ଞଙ୍କ ଅକ୍ଳାନ୍ତ ପରିଶ୍ରମ ଫଳରେ ନୂଆ ଜୀବନ ପାଇଛି ଜଣେ ୨ ବର୍ଷ ୭ ମାସ ବୟସର ଶିଶୁ କନ୍ୟା। ପ୍ରଥମ ଥର ପାଇଁ ଓଡ଼ିଶାର କିମ୍‍ସରେ ଏଭଳି ଏକ ଜଟିଳ ଯକୃତ ଅସ୍ତ୍ରୋପଚାର ଉଦାହରଣ ସୃଷ୍ଟି କରିଛି। ଶିଶୁର ଯକୃତରେ ହେପାଟୋବ୍ଲାଷ୍ଟୋମା ନାମକ ଏକ ବିରଳ ଟ୍ୟୁମର ହୋଇଥିଲା। ଏହା ଶିଶୁଟିର ଫୁସ୍‍ଫୁସ୍‍ ପର୍ଯ୍ୟନ୍ତ ବ୍ୟାପିଯାଇଥିଲା। ଶିଶୁଟି ପେଟରେ ମାସ ମାସ ଧରି ଯନ୍ତ୍ରଣା

Read More »