Live Odisha Tv

terrorist

ଅପରାଧ

ଅପରେସନ ସିନ୍ଦୂର: ପ୍ରାଣ ହରାଇଛନ୍ତି ୫ ପ୍ରମୁଖ ଆତଙ୍କବାଦୀ

ମେ’ ୭ ଭୋର ୧.୩୦ରେ ଭାରତୀୟ ସେନା ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କଶ୍ମୀରରେ ଅପରେସନ ସିନ୍ଦୂରକୁ କାର୍ଯ୍ୟକାରୀ କରିଥିଲା। ଏପ୍ରିଲ ୨୨ ପହଲଗାମ ନରସଂହାରର ବଦଲା ନେବାକୁ ଭାରତୀୟ ସେନା ୯ ଆତଙ୍କୀ ଆଡ୍ଡା ଉପରେ କରିଥିଲା ମିସାଇଲ ମାଡ଼। ଏଥିରେ ୫ ପ୍ରମୁଖ ପାକିସ୍ତାନୀ ଆତଙ୍କବାଦୀଙ୍କ ସମେତ ପ୍ରାୟ ୧୦୦ ଜଣଙ୍କ ମୃତ୍ୟୁ ହୋଇଥିଲା। ଏବେ ଭାରତର ଅପରେସନ ସିନ୍ଦୂରରେ ପ୍ରାଣ ହରାଇଥିବା ୫ ପ୍ରମୁଖ ଆତଙ୍କବାଦୀଙ୍କ ପରିଚୟ ମିଳିଛି। ସେମାନେ ହେଲେ ମୁଦାସର

Read More »
ଅପରାଧ

ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ୪ ଯବାନ ଶହୀଦ

ଜମ୍ମୁ- କଶ୍ମୀରର ଡୋଡା ଜିଲ୍ଲାରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟରେ ୪ ଯବାନ ଶହୀଦ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ଅଧିକାରୀ ଓ ୩ ଯବାନ ଅଛନ୍ତି। ଆଉ ଜଣେ ଯବାନ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଆତଙ୍କବାଦୀ ସଙ୍ଗଠନ କଶ୍ମୀର ଟାଇଗର୍ସ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିଛି। ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈସ- ଇ- ମହମ୍ମଦ ସହ ଏହି ସଙ୍ଗଠନର ସମ୍ପର୍କ ଥିବା ଜଣାଯାଇଛି। ଗତକାଲି ସନ୍ଧ୍ୟାରେ ଡୋଡାର ଦେଶା ଜଙ୍ଗଲରେ କିଛି

Read More »