Times Higher Education

ଦେଶ ବିଦେଶ

କିଟ୍‍ ଭାରତର ୫ମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ ପ୍ରକାଶ ପାଇଛି। ଚଳିତବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ବିଶ୍ୱ ତଥା ସର୍ବଭାରତୀୟସ୍ତରରେ ତାର ସ୍ଥାନରେ ଉନ୍ନତି ଆଣିଛି। ଗୁରୁବାର ଟାଇମ୍‍ସ ହାଇଅର ଏଜୁକେସନ୍‍ ବିଶ୍ୱ ବିଶ୍ୱବିଦ୍ୟାଳୟ ରାଙ୍କିଙ୍ଗ- ୨୦୨୬ ପ୍ରକାଶିତ ହୋଇଥିବା ବେଳେ ଏଥିରେ କିଟ୍‍ ଅତ୍ୟଧିକ ଭଲ ପ୍ରଦର୍ଶନ କରିଛି। ବିଶ୍ୱର ୨୧୯୧ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍‍ ୫୦୧ କୋହର୍ଟ ମଧ୍ୟ ରହିଛି। ସେହିପରି କିଟ୍‍ ବିଶ୍ୱବିଦ୍ୟାଳୟ  ଦେଶର ୧୨୮ଟି

Read More »
ଦେଶ ବିଦେଶ

ଏସିଆର ଶ୍ରେଷ୍ଠ ୧୮୪ତମ ଓ ଭାରତର ଶ୍ରେଷ୍ଠ ୮ମ ସ୍ଥାନରେ କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ପ୍ରତିବର୍ଷ ଭଳି ଚଳିତବର୍ଷ ‘ଦି ଟାଇମ୍‍ସ ହାଇଅର ଏଜୁକେସନ୍‍’ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗ ପ୍ରକାଶ ପାଇଛି । ବୁଧବାର ପ୍ରକାଶିତ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍‍ସିଟି ରାଙ୍କିଙ୍ଗରେ ପୂର୍ବବର୍ଷଗୁଡ଼ିକ ଭଳି ଏବର୍ଷ ମଧ୍ୟ କିଟ୍‍ ବିଶ୍ୱବିଦ୍ୟାଳୟ ଏହି ରାଙ୍କିଙ୍ଗରେ ଅତି ଉନ୍ନତ ପ୍ରଦର୍ଶନ କରିଛି । ଚଳିତବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୮୪ ତମ ସ୍ଥାନରେ ରହିଛି । ଏହା ସହ କିଟ୍‍ ଦେଶର ସମଗ୍ର ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ

Read More »