Live Odisha Tv

Tourism

ତାଜା ଖବର

୨୨ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ

ଆଜିଠୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ଗଣନାକୁ ଦୃଷ୍ଟିରେ ରଖି ଆଜିଠୁ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା । ଏହାସହିତ ନଦୀ ଜଳ ସ୍ଥିର ହେବା ପରେ ହିଁ କୁମ୍ଭୀର ଗଣନା ଆରମ୍ଭ ହେଉଥିବା ଯୋଗୁଁ ବୋଟ ଚଳାଚଳ ମଧ୍ୟ ବନ୍ଦ ରହିବ । ତେବେ ସକାଳ ଓ ସଂଧ୍ୟାରେ ହୁଲି ଡଙ୍ଗା ସାହାର୍ଯ୍ୟରେ କୁମ୍ଭୀର ଗଣନା କରାଯିବାକୁ ଥିବା ବେଳେ କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କରଙ୍କ

Read More »
ତାଜା ଖବର

ଆସନ୍ତାକାଲି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆସନ୍ତାକାଲି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ଦୀର୍ଘ ତିନି ମାସ ହେବ ବଉଳା କୁମ୍ଭୀର ମାନଙ୍କ ପ୍ରଜନନ ପାଇଁ ଭିତରକନିକାକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା କରାଯାଇଥିଲା। ଏବେ ଏହା ଶେଷ ପର୍ଯ୍ୟାୟରେ  ପହଞ୍ଚିଛି। ତେଣୁ ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ପୁନର୍ବାର ଭିତରକନିକା ଖୋଲିବାକୁ ଯାଉଛି । ଖାଲି ସେତିକି ନୁହେଁ ପ୍ରକୃତିର ସୁନ୍ଦରତାକୁ ଉପଭୋଗ କରିବା ପାଇଁ ସ୍କାଏ-ୱାକ୍ ବ୍ରିଜ୍ ନିର୍ମାଣ କରାଯାଇଛି। ୬୦୦

Read More »