Live Odisha Tv

Trainee Doctor

ଅପରାଧ

ଟ୍ରେନି ଡାକ୍ତରଙ୍କ ହତ୍ୟାର ତଦନ୍ତ କରିବ ସିବିଆଇ

ପୂରା ଦେଶକୁ ଦୋହଲାଇ ଦେଇଥିବା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ତଦନ୍ତ କରିବ ସିବିଆଇ। କଲିକତା ହାଇକୋର୍ଟ ଆଜି ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। କୋଲକାତା ପୁଲିସ୍‌ ବର୍ତ୍ତମାନ ଘଟଣାର ତଦନ୍ତ କରିବା ସହ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରି ସାରିଛି। ତଥାପି ଆଜି ହାଇକୋର୍ଟ ସିବିଆଇକୁ ତଦନ୍ତ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ତୁରନ୍ତ ସିବିଆଇକୁ ଘଟଣା ସହ ଜଡ଼ିତ ସମସ୍ତ ଦସ୍ତାବିଜ ହସ୍ତାନ୍ତର କରିବାକୁ ହାଇକୋର୍ଟ ପୁଲିସ୍‌କୁ କହିଛନ୍ତି। ଗୁରୁବାର ଆରଜି କର

Read More »