Live Odisha Tv

transport

ତାଜା ଖବର

ଆସନ୍ତାକାଲି ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱରରେ ଦୁଇଟି ଡବଲ ଡେକର ବସ୍ ପହଞ୍ଚିବ। ଏହି ଖବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଦେଇଛନ୍ତି । ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ ଏହି ସୁବିଧା କରାଯାଇଛି । ଆସନ୍ତାକାଲି ଭୁବନେଶ୍ୱରରେ ଦୁଇଟି ଗାଡ଼ି ପହଞ୍ଚିବା ପରେ ପରବର୍ତ୍ତୀ ସମୟରେ ଆଉ ୨ଟି ବସ୍ ମୁମ୍ବାଇରୁ ଆସିବ ବୋଲି ସୂଚନା ମିଳିଛି। ଏହି ଡବଲ ଡେକର ବସ୍ ପ୍ରବାସୀ ଭାରତୀୟ

Read More »
ତାଜା ଖବର

ବିନା ପଞ୍ଜୀକରଣରେ ଚାଲୁଥିବା ଗାଡ଼ି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଷ୍ପତ୍ତି

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ହ୍ରାସ ଓ ଯାତ୍ରୀ ସୁରକ୍ଷା ଉପରେ ଗୁରୁତ୍ୱ ଦେଇ କଡ଼ାକଡ଼ି ନିୟମ ପାଳନ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ନିର୍ଦ୍ଦେଶ ଦେଇଛନ୍ତିା ଏହି ନିର୍ଦ୍ଦେଶ କ୍ରମେ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶାବଳୀ ଜାରି କରିଛନ୍ତିା ବିନା ଫିଟନେସ ଓ ପଞ୍ଜୀକରଣ ସାର୍ଟିଫିକେଟରେ ରାସ୍ତାରେ ଚାଲୁଥିବା ଗାଡ଼ିଗୁଡ଼ିକ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛିା କେବଳ ଜରିମାନା ନୁହେଁ ଆଇନ ଅନୁଯାୟୀ

Read More »