
ତାଜା ଖବର
ରତ୍ନଭଣ୍ଡାରରେ ଅଛି ଅଳଙ୍କାର ସହ ଯୁଦ୍ଧାସ୍ତ୍ର
ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଖାଲି ଅଳଙ୍କାର ନୁହେଁ, ଗଚ୍ଛିତ ଅଛି ରାଜା ରାଜୁଡ଼ା ଅମଳର ଯୁଦ୍ଧାସ୍ତ୍ର ଓ ମୁକୁଟ। ଯେଉଁଥିରେ ତେଣ୍ଟା ଓ ବର୍ଚ୍ଛା ଭଳି ରାଜା ରାଜୁଡ଼ା ଅମଳର ଅସ୍ତ୍ରଶସ୍ତ୍ର ରହିଛି। ଗୁରୁବାର ମହାପ୍ରଭୁ ଜଗନ୍ନାଥଙ୍କ ଭିତର ଭଣ୍ଡାରରୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ୍କୁ ସମସ୍ତ ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଆଜି ଏଭଳି ଆଚମ୍ବିତ କଲାଭଳି ତଥ୍ୟ ଦେଇଛନ୍ତି ଖୋଦ ରତ୍ନଭଣ୍ଡାର ତଦାରଖ କମିଟିର ମୁଖ୍ୟ ଜଷ୍ଟିସ ବିଶ୍ୱନାଥ ରଥ। ଜଷ୍ଟିସ୍ ରଥ କହିଛନ୍ତି, ଭିତର ରତ୍ନଭଣ୍ଡାର ସିନ୍ଦୁକ