Live Odisha Tv

university

କ୍ରୀଡା

କିଟରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ ଶୃଙ୍ଖଳା

ଭୁବନେଶ୍ୱର : କିଟ୍‍ କ୍ରିକେଟ୍‍ ଷ୍ଟାଡିୟମରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆଜି ଉଦ୍‍ଘାଟିତ ହୋଇଯାଇଛି । ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ, କିଟ୍‍ ବିଶ୍ୱବିଦ୍ୟାଳୟ ଓ ଓଡ଼ିଶା କ୍ରିକେଟ ଆସୋସିଏସନ୍‍ ମିଳିତ ଆନୁକୂଲ୍ୟରେ ହେଉଥିବା ଏହି କ୍ରିକେଟ୍‍ ଶୃଙ୍ଖଳାକୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‍ଘାଟନ କରିଥିଲେ । ପ୍ରଥମ ଥର ଲାଗି କିଟ୍‍ ବିଶ୍ୱବିଦ୍ୟାଳୟରେ ଏଭଳି ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆୟୋଜିତ ହେଉଥିବା ବେଳେ ଏଥିରେ ଭାରତ ଓ ଅଷ୍ଟ୍ରେଲିଆ ଯୋଗ

Read More »
ଦେଶ ବିଦେଶ

କିଟ୍‍ର ୬ ଇଞ୍ଜିନୟରିଂ ପାଠ୍ୟକ୍ରମକୁ ଆବେଟ୍‍ ସ୍ୱୀକୃତି

ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟର ୬ଟି ଇଞ୍ଜିନୟିରିଂ ପାଠ୍ୟକ୍ରମକୁ ୬ବର୍ଷ ପାଇଁ ଆମେରିକାର ପ୍ରତିଷ୍ଠିତ ଆକ୍ରିଡିଟେସନ୍‍ ବୋର୍ଡ ଫର୍‍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଆବେଟ୍‍)ର ସ୍ୱୀକୃତି ମିଳିଛି । ଗୋଟିଏ ବିଶ୍ୱବିଦ୍ୟାଳୟର ୬ଟି ପାଠ୍ୟକ୍ରମକୁ ଆବେଟ ମାନ୍ୟତା ମିଳିବାରେ ଭାରତର ପ୍ରଥମ ବିଶ୍ୱବିଦ୍ୟାଳୟ ହେଉଛି କିଟ୍‍ । ଆବେଟ୍‍ ସ୍ୱୀକୃତି ହେଉଛି ଇଂଜିନିୟରିଂ ଓ ଇଂଜିନିୟରିଂ ଟେକ୍ନୋଲୋଜି ଶିକ୍ଷାକୁ ସ୍ୱୀକୃତି ପ୍ରଦାନ କରୁଥିବା ବିଶ୍ୱର ପ୍ରମୁଖ ଅନୁଷ୍ଠାନ । ଏହା ଇଂଜିନିୟରିଂ ଶିକ୍ଷା ପାଇଁ ‘ଗୋଲ୍‍ଡ୍‍ ଷ୍ଟାଣ୍ଡାର୍ଡ

Read More »
ଦେଶ ବିଦେଶ

ଟାଇମ୍‍ସ ହାୟର ଏଜୁକେସନ୍‍ ‘ଇମ୍ପାକ୍ଟ’ ରାଙ୍କିଙ୍ଗରେ କିଟ୍ ଭାରତରେ ଏକ ନମ୍ବର

ଭୁବନେଶ୍ୱର : ପ୍ରତିବର୍ଷ ପରି ଚଳିତବର୍ଷ ଟାଇମ୍‍ସ ହାୟର ଏଜୁକେସନ୍‍ ‘ଇମ୍ପାକ୍ଟ’ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ କିଟ୍‍ ବିଶ୍ୱବିଦ୍ୟାଳୟ ସମଗ୍ର ବିଶ୍ୱରେ ୬ଷ୍ଠ ସ୍ଥାନରେ ରହିଥିବା ବେଳେ ଭାରତରେ ଏକ ନମ୍ବର ସ୍ଥାନରେ ରହିଛି। ବିଶ୍ୱର ଯେଉଁ ବିଶ୍ୱବିଦ୍ୟାଳୟସବୁ ଶିକ୍ଷାଦାନ ଓ ଗବେଷଣା ସହ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମାଧ୍ୟମରେ ସାମାଜିକ ପ୍ରଭାବ ସୃଷ୍ଟି କରିପାରୁଛନ୍ତି ସେହି ବିଶ୍ୱବିଦ୍ୟାଳୟକୁ ନେଇ ଟାଇମ୍ସ ହାୟର ଏଜୁକେସନ୍‍ ପ୍ରତିବର୍ଷ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ କରିଥାଏ। ଜାତିସଂଘର

Read More »