university

ତାଜା ଖବର

କିଟ୍‍ ବିଦେଶୀ ଛାତ୍ରଛାତ୍ରୀଙ୍କ ପସନ୍ଦଯୋଗ୍ୟ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର : ଉଚ୍ଚଶିକ୍ଷା ପାଇଁ ଓଡ଼ିଶା ବିଦେଶୀ ଛାତ୍ରଛାତ୍ରୀଙ୍କର ଏକ ପସନ୍ଦଯୋଗ୍ୟ ହବ୍‍ ରେ ପରିଣତ ହୋଇଛି। ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକରେ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ବୃଦ୍ଧି ପାଉଛି ବୋଲି ନିକଟରେ ନିତି ଆୟୋଗର ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନିତି ଆୟୋଗର ରିପୋର୍ଟ ଅନୁସାରେ ୨୦୨୧-୨୨ ଶିକ୍ଷାବର୍ଷରେ ଓଡ଼ିଶାକୁ ସର୍ବାଧିକ ବିଦେଶୀ ଛାତ୍ରଛାତ୍ରୀ ଶିକ୍ଷାଲାଭ ପାଇଁ ଆସିଛନ୍ତି। ନିତି ଆୟୋଗ ରିପୋର୍ଟରେ ଭାରତର କେଉଁ ରାଜ୍ୟରେ କେତେ ପିଲା ପଢୁଥିଲେ

Read More »
କ୍ରୀଡା

କିଟରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ ଶୃଙ୍ଖଳା

ଭୁବନେଶ୍ୱର : କିଟ୍‍ କ୍ରିକେଟ୍‍ ଷ୍ଟାଡିୟମରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆଜି ଉଦ୍‍ଘାଟିତ ହୋଇଯାଇଛି । ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ, କିଟ୍‍ ବିଶ୍ୱବିଦ୍ୟାଳୟ ଓ ଓଡ଼ିଶା କ୍ରିକେଟ ଆସୋସିଏସନ୍‍ ମିଳିତ ଆନୁକୂଲ୍ୟରେ ହେଉଥିବା ଏହି କ୍ରିକେଟ୍‍ ଶୃଙ୍ଖଳାକୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଦ୍‍ଘାଟନ କରିଥିଲେ । ପ୍ରଥମ ଥର ଲାଗି କିଟ୍‍ ବିଶ୍ୱବିଦ୍ୟାଳୟରେ ଏଭଳି ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆୟୋଜିତ ହେଉଥିବା ବେଳେ ଏଥିରେ ଭାରତ ଓ ଅଷ୍ଟ୍ରେଲିଆ ଯୋଗ

Read More »