USA

ତାଜା ଖବର

ଭାରତ ଓ ପାକିସ୍ତାନ ଯୁଦ୍ଧ ବିରତି

ଓ୍ବାସିଂଟନ : ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷର ଅବସାନ ପାଇଁ ଆଶା ସୃଷ୍ଟି ହୋଇଛି । ଆମେରିକାର ମଧ୍ୟସ୍ଥତାରେ ଏହି ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା ଦେଇଛନ୍ତି । ଏକ୍ସରେ ସେ ଲେଖଛନ୍ତି “ସାରା ରାତିର କଥାବାର୍ତ୍ତା ପରେ ଆମେରିକାର ମଧ୍ୟସ୍ଥତା ପରେ ଭାରତ ଓ ପାକିସ୍ତାନ ସଂପୂର୍ଣ୍ଣ ଓ ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି । ସାଧାରଣ ଜ୍ଞାନକୁ ପ୍ରୟୋଗ

Read More »
ଦେଶ ବିଦେଶ

କିଟ୍‍, କିସ୍‍ ପରିଦର୍ଶନରେ ୱାଶିଂଟନ୍ ବିଶ୍ୱବିଦ୍ୟାଳୟର ପ୍ରତିନିଧିମଣ୍ଡଳ

ଭୁବନେଶ୍ୱର : ମାର୍ଚ୍ଚ ୧୯ ତାରିଖରୁ ୧୦ ଦିନିଆ ଶୈକ୍ଷିକ କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍କୁ ଆସିଥିବା ୱାଶିଂଟନ୍ ବିଶ୍ୱବିଦ୍ୟାଳୟ-ବୋଥେଲର ୧୮ ଜଣିଆ ପ୍ରତିନିଧିମଣ୍ଡଳ କିଟ୍‍, କିସ୍‍ ପରିଦର୍ଶନ କରିଛନ୍ତି। ସେମାନେ କିଟ୍‍ର ବିଭିନ୍ନ କ୍ୟାମ୍ପସ ପରିଦର୍ଶନ କରିବା ସହ କିସ୍‍ର ବିଭିନ୍ନ ୟୁନିଟ୍‍ ପରିଦର୍ଶନ କରିଥିଲେ। ଏହି ଅବସରରେ ସେମାନେ କିସ୍‍ ଛାତ୍ରଛାତ୍ରୀଙ୍କ ସହ ଦୀର୍ଘ ସମୟ ଅତିବାହିତ କରିଥିଲେ । ଏହି ପ୍ରତିନିଧିମଣ୍ଡଳ ପ୍ରଥମ ଦିନରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ସହ

Read More »
ଦେଶ ବିଦେଶ

ଆମେରିକାର ତୁଲସା ବିଶ୍ୱବିଦ୍ୟାଳୟ ଓ କିଟ୍‍ ମଧ୍ୟରେ ବୁଝାମଣା

ଭୁବନେଶ୍ୱର : ଆମେରିକାର ତୁଲସା ବିଶ୍ୱବିଦ୍ୟାଳୟ ଓ କିଟ୍‍ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣା ପତ୍ର ଆଜି ସ୍ୱାକ୍ଷର ହୋଇଯାଇଛି । ଏହି ବୁଝାମଣାପତ୍ରରେ ତୁଲସା ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶ୍ୱବିଦ୍ୟାଳୟ ଗ୍ଲୋବାଲ୍‍ ଏନ୍‍ଗେଜମେଣ୍ଟର ଭାଇସ୍‍ ପ୍ରୋଭୋଷ୍ଟ ଡ. ଭିଭାନ୍‍ ୱାଙ୍ଗ ଏବଂ କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁଳପତି ପ୍ରଫେସର ଶରଣଜିତ ସିଂହ ସ୍ୱାକ୍ଷର କରିଥିଲେ। ଏହି ବୁଝାମଣାପତ୍ର ଅନୁଯାୟୀ କିଟରେ ବିଟେକ୍‍ ପଢ଼ୁଥିବା ଛାତ୍ରଛାତ୍ରୀମାନେ ଡୁଆଲ ଡିଗ୍ରୀ ହାସଲ କରିପାରିବେ। ସେମାନେ ଦୁଇ ବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟରେ

Read More »
ତାଜା ଖବର

ସୋମବାର ଟ୍ରମ୍ପଙ୍କ ଶପଥ ସମାରୋହ

ଜାନୁଆରି ୨୦ ଅର୍ଥାତ ସୋମବାର ଦ୍ବିତୀୟ ଥର ପାଇଁ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ନେବେ ଡୋନାଲ୍‌ଡ ଟ୍ରମ୍ପ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍ ଜନ୍ ଜି. ରୋବର୍ଟସ୍ ଜୁନିଅର୍ ଟ୍ରମ୍ପଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଟ୍ରମ୍ପଙ୍କ ଶପଥ ସମାରୋହରେ ବିଶ୍ବର ବହୁ ରାଷ୍ଟ୍ରମୁଖ୍ୟ ଏବଂ ପ୍ରତିନିଧି ସାମିଲ ହେଉଛନ୍ତି । ୬୦ରୁ ଅଧିକ ଦେଶକୁ ଏଥିପାଇଁ ନିମନ୍ତ୍ରଣ କରାଯାଇଛି । ଯେଉଁମାନଙ୍କ ମଧ୍ୟରେ ଅଛନ୍ତି ଚୀନ ରାଷ୍ଟ୍ରପତି

Read More »
ତାଜା ଖବର

ଇମିଗ୍ରେସନ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ୱାଶିଂଟନ: ଡୋନାଲ୍ଡ ଟ୍ରମ୍ପ ଆମେରିକାରେ ଶପଥ ଗ୍ରହଣ କରିବା ପରେ ତାଙ୍କ ପ୍ରଶାସନ ଇମିଗ୍ରେସନ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ତୀବ୍ର କରିବାକୁ ଯୋଜନା କରିଥିଲା। ଯୋଜନା ସମ୍ପର୍କରେ ଅବଗତ ଥିବା ଜଣେ ଅଧିକାରୀ କହିଛନ୍ତି, ଆମେ ସାରା ଦେଶରେ ଏକ ଅଭିଯାନ ଚଳାଇବାକୁ ଯାଉଛୁ। ନ୍ୟୁୟର୍କରେ ଗିରଫଦାରୀ ଦେଖିବାକୁ ମିଳିପାରେ। ମିଆମିରେ ମଧ୍ୟ ଗିରଫଦାରୀ ଦେଖିବାକୁ ମିଳିବ। ଇମିଗ୍ରେସନ୍ ବିରୋଧରେ ବଡ଼ଧରଣର ଅଭିଯାନ ଆରମ୍ଭ ହେବ। ମଙ୍ଗଳବାର ଶିକାଗୋରେ ଇମିଗ୍ରେସନ ବିରୋଧରେ ପ୍ରଶାସନ ଏକ ବଡ଼ଧରଣର ଅଭିଯାନ ଚଳାଇବାକୁ

Read More »
ତାଜା ଖବର

ସିନ୍‍ସିନାଟି ବିଶ୍ୱବିଦ୍ୟାଳୟ ସଭାପତିଙ୍କୁ ସମ୍ମାନ

ଭୁବନେଶ୍ୱର :  ଆମେରିକାର ସିନ୍‍ସିନାଟି ବିଶ୍ୱବିଦ୍ୟାଳୟର ସଭାପତି ପ୍ରଫେସର ନେଭେଲି ଜି ପିଣ୍ଟୋଙ୍କୁ ଆଜି କିସ୍‍ ପକ୍ଷରୁ ସମ୍ମାନଜନକ କିସ୍‍ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନୀତ କରାଯାଇଛି । ଆଜି ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ଏହି ସମ୍ମାନ ଗ୍ରହଣକରି ପିଣ୍ଟୋ ଶିକ୍ଷା ଓ ଜନଜାତିଙ୍କ ସଶକ୍ତିକରଣ କ୍ଷେତ୍ରରେ ଅଚ୍ୟୁତ ସାମନ୍ତଙ୍କ ଅବଦାନର ଭୂୟସୀ ପ୍ରଶଂସା କରିଥିଲେ । ସେ କହିଲେ,

Read More »