Live Odisha Tv

volly ball

କ୍ରୀଡା

ଭଲିବଲରେ ନୂଆ ଗିନିଜ୍‍ ବିଶ୍ୱ ରେକର୍ଡ କଲା କିସ୍‍

ଭୁବନେଶ୍ୱର : ପୁରୁଣା ଗିନିଜ ବିଶ୍ୱ ରେକର୍ଡକୁ ଭାଙ୍ଗିଛି କିସ୍‍ । ନିକଟରେ ଅନୁଷ୍ଠିତ ହୋଇଯାଇଥିବା କିସ୍‍ ଭଲିବଲ୍‍ ମହୋତ୍ସବରେ କିସ୍‍ ଏହି ରେକର୍ଡ ଭାଙ୍ଗିଛି । ଭଲିବଲ୍‍ ମହୋତ୍ସବ ଅବସରରେ ଆୟୋଜିତ ଏକ ବନ୍ଧୁତ୍ୱପୂର୍ଣ୍ଣ ପ୍ରଦର୍ଶନୀ ମ୍ୟାଚ୍‍ରେ ୪୩୦ ଖେଳାଳି ଦୀର୍ଘ ୮ଘଣ୍ଟା ଧରି ଗୋଟିଏ ମ୍ୟାଚ୍‍ ଖେଳି ମୋଟ ୭୩୬-୭୫୬ ପଏଣ୍ଟ ସ୍କୋର ସହ ଏହି ରେକର୍ଡ କରିଛନ୍ତି । କିଟ୍‍, କିସ୍‍ ଓ ଆନ୍ତର୍ଜାତିକ ଭଲିବଲ୍‍ ସଂଘ (ଏଫ୍‍ଆଇଭିବି)ର ମିଳିତ ଉଦ୍ୟମରେ ଏହି ରେକର୍ଡ

Read More »
କ୍ରୀଡା

କିଟ୍ ଓ କିସ୍ ଏଫ୍‌ଆଇଭିବି ଭଲିବଲ୍ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ସହଯୋଗୀ

ଭୁବନେଶ୍ୱର : ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫ୍‌ଆଇଭିବି) ପକ୍ଷରୁ ନୂଆକରି ଗଠନ କରାଯାଇଥିବା ଏଫ୍‌ଆଇଭିବି ଭଲିବଲ୍ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ସହଯୋଗୀ ଭାବେ ଭାରତର ଖ୍ୟାତି ସମ୍ପନ୍ନ ଅନୁଷ୍ଠାନ କିଟ୍ ଓ କିସ୍‌ର ନାମ ଘୋଷଣା କରାଯାଇଛି । ଗତ ମେ ୩୦ ତାରିଖରେ ଏଫ୍‌ଆଇଭିବି ପକ୍ଷରୁ ସୁଇଜରଲାଣ୍ଡର ଜେନେଭାଠାରେ ଥିବା ଏହାର ମୁଖ୍ୟାଳୟରେ ନୂତନ କରି ଏଫ୍‌ଆଇଭିବି ଭଲିବଲ୍ ଫାଉଣ୍ଡେସନ୍‌ର ଶୁଭାରମ୍ଭ ଅବସରରେ ଏଫ୍‌ଆଇଭିବି ସଭାପତି ଡ. ଆରି ଗ୍ରାକା କିଟ୍ ଓ କିସ୍ ନାମ ଘୋଷଣା

Read More »