Wildlife Monitoring

ଦେଶ ବିଦେଶ

କିଟ୍‍ର ମନିଟରିଂ ଡିଭାଇସ୍‍କୁ ମିଳିଲା ପେଟେଣ୍ଟ

ଭୁବନେଶ୍ୱର : ପ୍ରଯୁକ୍ତିବିଦ୍ୟା-ଚାଳିତ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି, “ଇଣ୍ଟେଲିଜେଣ୍ଟ ସେନ୍ସର ଡିଭାଇସ୍ ଫର୍‍ ଅଟୋମେଟେଡ୍ ୱାଇଲ୍ଡଲାଇଫ୍ ମନିଟରିଂ’ ଶୀର୍ଷକ ଏକ ଅଭିନବ ଉପକରଣକୁ ଡିଜାଇନ୍ ପେଟେଣ୍ଟ ପ୍ରଦାନ କରାଯାଇଛି। ଏହା କିଟ ବିଶ୍ୱବିଦ୍ୟାଳୟ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହୋଇଥିବା ବେଳେ ଗବେଷଣା-ଆଧାରିତ ପରିବେଶ ସୁରକ୍ଷା ପଦକ୍ଷେପରେ ଏହାର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ। କିଟ୍‍ ଲ୍ୟାବ୍‍ରେ ବିକଶିତ ଏହି ପ୍ରଯୁକ୍ତିର ଉଦ୍ଦେଶ୍ୟ ହେଉଛି ସେନ୍ସର-ଆଧାରିତ ପ୍ରଯୁକ୍ତିବିଦ୍ୟା ମାଧ୍ୟମରେ ବନ୍ୟପ୍ରାଣୀ ତଦାରଖ

Read More »