Live Odisha Tv

Women

କ୍ରୀଡା

କିଟ୍ ଓ କିସ୍ ପକ୍ଷରୁ ମିନି ମାରାଥନ

ଭୁବନେଶ୍ୱର : କିଟ୍ ଓ କିସ୍ ପକ୍ଷରୁ ପ୍ରତିବର୍ଷ ଓଡ଼ିଶାର ସମସ୍ତ ଜିଲ୍ଲା ତଥା ଭାରତର ବିଭିନ୍ନ ସହରରେ ‘ସମସ୍ତଙ୍କ ପାଇଁ ଶିକ୍ଷା’ ଲକ୍ଷ୍ୟରେ ମିନି ମାରାଥନ ଆୟୋଜନ କରାଯାଇଥାଏ । ଚଳିତ ବର୍ଷ ଓଡ଼ିଶାର ୩୭ଟି ସ୍ଥାନ ଓ ଭାରତର ୬୫ରୁ ଅଧିକ ସ୍ଥାନରେ ଏହି ମିନି ମାରାଥନ ଆୟୋଜନ କରାଯାଇଥିଲା। ଏହାର ଏକ ଅଂଶ ବିଶେଷ ଭୁବନେଶ୍ୱରରେ ନିଆରା ଢଙ୍ଗରେ ‘ପାଟାଥନ’ ଆୟୋଜନ କରାଯାଇଥିଲା। ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ଚାଲିଥିବା ଏହି ପାଟାଥନର ଦ୍ୱିତୀୟ ସଂସ୍କରଣରେ

Read More »
ଦେଶ ବିଦେଶ

୫ବର୍ଷରେ ମିଳିବ ମୋଟ ୫୦ହଜାର ଟଙ୍କା

ରାଜ୍ୟର ମହିଳାମାନଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଲେଖାଏଁ ହାତଖର୍ଚ୍ଚ ରାଜ୍ୟ ସରକାର ଯୋଗାଇଦେବେ । ପ୍ରତିବର୍ଷ ରାକ୍ଷୀ ପୂର୍ଣ୍ଣିମା ଓ ମହିଳା ଦିବସରେ ୨ଟି କିସ୍ତିରେ ଏହି ଟଙ୍କା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯିବ । ସେମାନେ ନିଜ ଇଚ୍ଛାରେ ଏହି ଟଙ୍କା ଖର୍ଚ୍ଚ କରିପାରିବେ । ଆର୍ଥିକ ସ୍ୱଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରି କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନଙ୍କୁ ବାଦ୍ ଦେଇ ରାଜ୍ୟର ୨୧ବର୍ଷରୁ ଅଧିକ ଓ ୬୦ବର୍ଷରୁ କମ୍

Read More »
ଜୀବନଚର୍ଯ୍ୟା

ଋତୁସ୍ରାବ ପାଇଁ କର୍ମଜୀବୀ ମହିଳାଙ୍କୁ ଦିନେ ଛୁଟି

ଋତୁସ୍ରାବ ହେଲେ କର୍ମଜୀବୀ ମହିଳା ପାଇବେ ଦିନେ ଛୁଟି। ସରକାରୀ ଓ ବେସକାରୀ ମହିଳା କର୍ମଚାରୀଙ୍କୁ ମିଳିବ ଏହି ସୁବିଧା। ସମଗ୍ର ରାଜ୍ୟରେ ଲାଗୁ ହେବ ଏହି ନିୟମ। ସାରା ଦେଶ ଆଜି ୭୮ତମ ସ୍ୱାଧୀନତା ଦିବସ ପାଳନ କରୁଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହିଳାମାନଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ଋତୁସ୍ରାବ ପାଇଁ କର୍ମଜୀବୀ ମହିଳାଙ୍କୁ ଦିନେ ଛୁଟି ମିଳିବ। ସରକାରୀ ଓ ଘରୋଇ ମହିଳା କର୍ମଚାରୀ ଦିନକ ପାଇଁ ଛୁଟି ନେଇପାରିବେ। ଋତୁସ୍ରାବ ଦିନ

Read More »
ତାଜା ଖବର

ସେପ୍ଟେମ୍ବର ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ

ଆସନ୍ତା ଅଗଷ୍ଟ ୧୫ ତାରିଖରେ ଆସିବ ସୁଭଦ୍ରା ଯୋଜନା ଏସଓପି (SOP)। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଆଜି ସୂଚନା ଦେଇଛନ୍ତି। ଏଥିରେ କିଏ ପାଇବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ଏହାର ମୋଡାଲିଟି ଓ ଫର୍ମାଟ କଣ ରହିବ ସେ ବାବଦରେ ଜଣାପଡ଼ିବ । ତେଣୁ ମହିଳାଙ୍କୁ ଭ୍ରମିତ ନ ହେବାକୁ ଉପମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି । ସୂଚନା ଯୋଗ୍ୟ ସେପ୍ଟେମ୍ବର

Read More »