୧୦ ଦେଶର ରାଷ୍ଟ୍ରଦୂତଙ୍କ କିଟ ଓ କିସ ପରିଦର୍ଶନ
ଲାଟିନ ଆମେରିକା ଏବଂ କାରିବିଆନ୍ ଦେଶଗୁଡିକର ପ୍ରତିନିଧିତ୍ୱ କରୁଥିବା ଦଶ ଜଣ ରାଷ୍ଟ୍ରଦୂତ ଆଜି କିଟ୍ ଏବଂ କିସ ପରିଦର୍ଶନ କରିବା ସହ ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ଗୋଲ ଟେବଲ ବୈଠକରେ ଯୋଗଦେଇ ଆଲୋଚନା କରିଥିଲେ। ପେରୁ, ଆର୍ଜେଣ୍ଟିନା, ଉରୁଗୁଏ, ପାରାଗୁଏ, ସୁରିନାମ, ଚିଲି, ଜାମାଇକା, ବଲିଭିଆ, ଗୁଆଟେମାଲା ଏବଂ କଲମ୍ବିଆ ଆଦି ଦେଶର ରାଷ୍ଟ୍ରଦୂତମାନେ ଏହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ସେମାନେ କିଟ ଓ କିସ ପରିଦର୍ଶନ କରି ଏହାର…