Youth wellness clinic

ଜୀବନଚର୍ଯ୍ୟା

କିମସରେ ଭାରତର ପ୍ରଥମ ୟୁଥ୍‍ ୱେଲନେସ୍‍ କ୍ଲିନିକ୍

ଭୁବନେଶ୍ୱର : ଯୁବପିଢ଼ିଙ୍କ ଅଣଦେଖା କରାଯାଉଥିବା ସ୍ୱାସ୍ଥ୍ୟ ଆବଶ୍ୟକତାକୁ ପୂରଣ କରିବା ଦିଗରେ ଏକ ପଦକ୍ଷେପ ସ୍ୱରୂପ, କିମ୍‍ସ ଭୁବନେଶ୍ୱରର ଶିଶୁ ରୋଗ ବିଭାଗରେ ଏକ ଉତ୍ସର୍ଗୀକୃତ ଯୁବ ସୁସ୍ଥତା କ୍ଲିନିକ୍ ‘ତାରୁଣ୍ୟ’ ଉଦଘାଟିତ ହୋଇଯାଇଛି। ଏଥିରେ ୧୦ରୁ ୧୯ ବର୍ଷ ବୟସର କିଶୋରମାନଙ୍କ ସାମଗ୍ରିକ ସୁସ୍ଥତା ଉପରେ ଧ୍ୟାନ ଦିଆଯିବ। କିଶୋରାବସ୍ଥାରେ ମଣିଷ ଶରୀରରେ ଶାରୀରିକ, ହରମୋନ୍‌, ମାନସିକ, ସାମାଜିକ ଓ ଭାବପ୍ରବଣ ଜନିତ ପରିବର୍ତ୍ତନ ପରିଲକ୍ଷିତ ହୋଇଥାଏ। ଏହି ସମୟରେ ଯୁବକଯୁବତୀମାନଙ୍କୁ ବିଶେଷ ଭାବରେ ଦୁର୍ବଳ କରିଥାଏ ତଥା ସେମାନଙ୍କ ସ୍ୱାସ୍ଥ୍ୟ ଚିନ୍ତାକୁ

Read More »